Advertisement

ରିଲିଜ୍‌ ପୂର୍ବରୁ ଆଡଭାନ୍ସ ଟିକେଟ୍‌ ବୁକିଂରେ ରେକର୍ଡ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଦୃଶ୍ୟମ-୨ ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ଯାହାକୁ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ତେବେ ରିଲିଜ୍‌ ପୂର୍ବରୁ ଆଡଭାନ୍ସ ଟିକେଟ୍‌ ବୁକିଂରେ ଫିଲ୍ମଟି କୋଟି କୋଟି ଟଙ୍କା କଲେକ୍ସନ କରିଛି। ବର୍ତ୍ତମାନ ସୁଦ୍ଧା ପର୍ଯ୍ୟନ୍ତ ଆଡଭାନ୍ସ ବୁକିଂରେ ୪.୨୫ ରୁ ୪.୫୦ କୋଟି ଟଙ୍କା ଆୟ କରିସାରିଲାଣି। ଆଶା କରାଯାଉଛି ଏହି ଚଳଚ୍ଚିତ୍ରଟି ଭଲ ସଂଗ୍ରହ କରିପାରିବ। ଫିଲ୍ମରେ ଅଜୟ ଦେବଗନ, ଅକ୍ଷୟ ଖନ୍ନା, ତବୁ ଏବଂ ଶ୍ରେୟା ସରନ ନଜର ଆସିବେ। ଅଭିଷେକ ପାଠକ ଫିଲ୍ମର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି। ଦୃଶ୍ୟମର ପାର୍ଟ ୧ ଦେଖିବା ପରେ ପାର୍ଟ ୨କୁ ଦେଖିବା ପାଇଁ ଦର୍ଶକ କେବେଠୁ ଅପେକ୍ଷା କରି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଲି ଶାଢ଼ୀରେ ମରାଠୀ ଲୁକ୍‌ରେ ନଜର ଆସିଲେ ଫାତିମା

ମୁମ୍ବାଇ: ୨୦୧୬ରେ ଫୋଗାଟ ଭଉଣୀଙ୍କ ଉପରେ ତିଆରି ହୋଇଥିବା ଆମିର ଖାଁଙ୍କ ସୁପରହିଟ୍‌ ଫିଲ୍ମ ‘ଦବଙ୍ଗ’ରେ ଗୀତା ଫୋଗାଟ ଚରିତ୍ରରେ ଅଭିନୟ କରିଥିବା ଅଭିନେତ୍ରୀ ଫାତିମା...

ୟୁଟ୍ୟୁବ୍‌ରେ ଓଡ଼ିଆ ପ୍ରତିଭା

ବାରିପଦା ଅଫିସ, ୧୨ା୭-ଆଗଭଳି ଆଉ କଳାକାରମାନଙ୍କୁ ନିଜର ପ୍ରତିଭା ଦେଖାଇବା ପାଇଁ ସଂଘର୍ଷ କରିବାକୁ ପଡ଼ୁନାହିଁ। ନିଜ ପ୍ରତିଭାକୁ ସୋସିଆଲ୍‌ ମିଡ଼ିଆରେ ପୋଷ୍ଟ କରିବା ପରେ...

ଆଲିଆଙ୍କ ସହ ଏମିତି ବନ୍ଧନ ଚାହୁଁଛନ୍ତି ଭାବି ଶାଶୁ

ଆଜିକାଲି ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ବିବାହକୁ ନେଇ ଚାରିଆଡେ ଚର୍ଚ୍ଚା। ଉଭୟ କେବେ ବିବାହ କରିବେ ତାହା ଦେଖିବାକୁ ପ୍ରଶଂସକ...

ଦିଲ୍‌ କହେ ଲଭ୍‌ ୟୁ ଲଭ୍‌ ୟୁ

ହୃଦୟରୁ ପ୍ରେମର ସୃଷ୍ଟି। ଏହି ହୃଦୟ ବା ଦିଲ୍‌ ଯେତେଦିନ ନିର୍ମଳ ରହେ ପ୍ରେମ ସେତେ ଗାଢ଼ ରହିଥାଏ। ଏହା ଭିତରେ ଲୁଚି ରହିଥିବା ଅନେକ...

ଆଦିତ୍ୟଙ୍କୁ ଛାଡ଼ି ଛୁଟି ମନାଇବାକୁ ବାହାରିଲେ ନେହା କକ୍କର

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ଆଜିକାଲି ରିଲାକ୍ସ ମୁଡ୍‌ରେ। ଇଣ୍ଡିଆନ୍‌ ଆଇଡଲ୍‌ରେ ପ୍ରସିଦ୍ଧ କଣ୍ଠଶିଳ୍ପୀ ଉଦିତ୍‌ ନାରାୟଣଙ୍କ ପୁଅ ଆଦିତ୍ୟଙ୍କ ସହ ବିବାହ ଡ୍ରାମା...

ଅସୁସ୍ଥ ଅଛନ୍ତି ଫତିମା

ମୁମ୍ବାଇ: ବଲିଉଡ ନାୟିକା ଫାତିମା ସନା ଶେଖ ଅସୁସ୍ଥ ଥିବା ଜଣାପଡିଛି । ନିଜ ଅଭିନୟ ବଳରେ ବଲିଉଡରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା...

ଐଶ୍ୱର୍ଯ୍ୟା ରାୟଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଆଜି ୪୯ ବର୍ଷରେ ପାଦ ଥାପିଛନ୍ତି। ବଚ୍ଚନ ପରିବାରର ବୋହୂ ତଥା ନୀଳନୟନା ଐଶ୍ୱର୍ଯ୍ୟା ତାଙ୍କ ଅଭିନୟ ସହିତ...

ସେନା ପୋଷାକରେ ନଜର ଆସିଛନ୍ତି ଏହି ବଲିଉଡ୍‌ କଳାକାର

ମୁମ୍ବାଇ: ବଲିଉଡ୍‌ରେ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କାହଣୀକୁ ନେଇ ନିର୍ମାଣ କରାଯାଇଥାଏ ଫିଲ୍ମ। ଏମିତିକି ସତ ଘଟଣାକୁ ନେଇ ତିଆରି ହୋଇଥିବା ଫିଲ୍ମ ଦର୍ଶକଙ୍କ...

Advertisement
Archives

Model This Week