Posted inଜାତୀୟ

ଏମ୍‌ପି ଦଶମ ବୋର୍ଡରେ ରେକର୍ଡ: ୧୦୦ ପ୍ରତିଶତ ନମ୍ବର ରଖିଲେ ୧୫ ଟପ୍ପର

ଭୋପାଳ, ୪।୭: ମଧ୍ୟପ୍ରଦେଶ ଦଶମ ବୋର୍ଡ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ପ୍ରଥମ ଥର ପାଇଁ ଏକ ରେକର୍ଡ ସୃଷ୍ଟି ହୋଇଛି। ୧୫ ଜଣ ଛାତ୍ରୀଛାତ୍ର ୧୦୦ ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି। ଦଶମ ବୋର୍ଡର ୬୨.୮୪ ପ୍ରତିଶତ ଛାତ୍ରୀଛାତ୍ର ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଚଳିତ ବର୍ଷ ୧୧ ଲକ୍ଷ ୫୦ ହଜାର ଛାତ୍ରଛାତ୍ର ପରୀକ୍ଷା ଦେଇଥିଲେ। ବେଷ୍ଟ ଓ୍ବାନ୍‌ରେ ୧୫ ଜଣ ଥିବାବେଳେ ବେଷ୍ଟ ସେକେଣ୍ଡରେ ୨ ଜଣ ଅଛନ୍ତି। ସେମାନେ ୯୯.୭୫ ପ୍ରତିଶତ ନମ୍ବର ରଖିଛନ୍ତି। ସେହିପରି ବେଷ୍ଟ ଥାର୍ଡରେ ୨୨ ଜଣ ଛାତ୍ରୀଛାତ୍ର ରହିଛନ୍ତି। ସେମାନେ ସମସ୍ତେ ୯୯.୬୭ ପ୍ରତିଶତ ନମ୍ବର ରଖିଥିବା ବୋର୍ଡ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲତାଙ୍କ ବିୟୋଗରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୬।୨: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କ ବିୟୋଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ଏନେଇ ଜାତୀୟ ପତାକା ୨...

ଏଠି ହେଉଛି ପଥର ବର୍ଷା…

ଆକାଶରୁ ସାଧାରଣତଃ ବର୍ଷା ହୋଇଥାଏ। ତେବେ ଆକାଶରୁ ପଥର ବର୍ଷା ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ମହାରାଷ୍ଟ୍ର ଗଢ଼ଚିରୋଲିଠାରେ ଥିବା ଆରମୋରିରେ...

ଧୀରେ ଗାଡ଼ି ଚଳାଇବା ବି ଅପରାଧ !…

କୋଚି, ୧୨।୧୨: ଧୀରେ କିନ୍ତୁ ଅସାବଧାନ ହୋଇ ଗାଡ଼ି ଚଳାଇବା ମଧ୍ୟ ଅପରାଧ। ତେଣୁ ଧୀରେ ବେପରୁଆ ଭାବରେ ଗାଡି ଚଳାଇ ରକ୍ଷା ପାଇବା ପାଇଁ...

ଗୁଜରାଟରେ ଟଙ୍କା ବର୍ଷା: ଗାୟକ କିର୍ତ୍ତୀଦାନଙ୍କ ଉପରେ ନୋଟ ବର୍ଷାକଲେ ଦର୍ଶକ, ଭିଡ଼ିଓ ଭାଇରାଲ…

ଅହମଦାବାଦ, ୧୨।୩ : ଗୁଜରାଟର ଭାଲସାଡର ଏକ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଲୋକମାନେ ଗାୟକ କିର୍ତ୍ତୀଦାନ ଗଡଭିଙ୍କ ଉପରେ...

ପନିପରିବା-ଫଳ ବିକ୍ରେତାଙ୍କର ହେବ କରୋନା ଟେଷ୍ଟ

ଦୋଡା,୩୧।୫: କରୋନା ଭାଇରସ ସଂକ୍ରମଣ ଧିରେ ବୃଦ୍ଧି ପାଉ ଥିବାରୁ ଏବେ ଏହା ସରକାରଙ୍କ ସମେତ ସାଧାରଣ ଜନତାଙ୍କୁ ମଧ୍ୟ ଚିନ୍ତାରେ ପକାଇ ଦେଇଛି। ଜମ୍ମୁ-କଶ୍ମୀରର...

୨୪ ଘଣ୍ଟାରେ ୨୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ୪।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି।...

ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ: ଖୁବ୍‌ଶୀଘ୍ର କେରଳ ଯିବ କେନ୍ଦ୍ରୀୟ ଟିମ୍‌

ଥିରୁଭାନ୍ତମପୁରମ,୨୮।୭: ଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ଏବେ କେରଳ ଚିନ୍ତା ବଢ଼ାଇଛି। ଲଗାତର ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ...

ଥାନାରେ ରୋବୋ ପୋଲିସ: ଏତଲା ରଖିବ, ସମାଧାନ ବି କରିବ

ବିଶାଖାପାଟଣା: ଥାନାରେ ପୋଲିସ୍‌ କର୍ମଚାରୀଙ୍କୁ କାମରେ ସହଯୋଗ କରିବ ରୋବୋ। ଏତଲା ରଖିବାଠାରୁ ଆରମ୍ଭ କରି ମାମଲା ସମାଧାନ ହେବାରେ ଏହା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ...

Advertisement
Archives

Model This Week