Posted inଖେଳ

ଶଫିଲ୍ଡ ଶିଲ୍ଡରେ ରେକର୍ଡ ପାର୍ଟନରଶିପ୍‌

ଆଡିଲେଡ: ଅଷ୍ଟ୍ରେଲିଆର ପ୍ରଥମଶ୍ରେଣୀ ଘରୋଇ କ୍ରିକେଟ ପ୍ରତିଯୋଗିତା ଶେଫିଲ୍ଡ ଶିଲ୍ଡରେ ରେକର୍ଡ ପାର୍ଟନରଶିପ୍‌ ସୃଷ୍ଟି କରିଛନ୍ତି ଟେଷ୍ଟ ବ୍ୟାଟ୍ସମ୍ୟାନ ମାର୍କୁସ ହାରିସ ଓ ପ୍ରତିଭା ସମ୍ପନ୍ନ ଓ୍ବିଲ ପୁକୋଭସ୍କି। ସାଉଥ ଅଷ୍ଟ୍ରେଲିଆ ବିପକ୍ଷରେ ଏ ଦୁହେଁ ଭିକ୍ଟୋରିଆ ପକ୍ଷରୁ ଓପନିଂ ଯୋଡ଼ିରେ ୪୮୬ ରନର ଭାଗୀଦାରି ଗଢ଼ି ୩୦ ବର୍ଷ ତଳର ରେକର୍ଡ ଭାଙ୍ଗିଛନ୍ତି। ହାରିସ ୨୩୯ ରନରେ ଆଉଟ ହେବା ସହ ଏହି ପାର୍ଟନରଶିପ୍‌ ଭାଙ୍ଗିଥିଲା। ୩୦ ବର୍ଷ ପୂର୍ବେ ଅର୍ଥାତ୍‌ ୧୯୯୦ରେ ଓ୍ବ’ ବ୍ରଦର୍ସ ମାର୍କ ଓ ଷ୍ଟିଭ୍‌ ଓ୍ବେଷ୍ଟର୍ନ ଅଷ୍ଟ୍ରେଲିଆ ବିପକ୍ଷରେ ନ୍ୟୁ ସାଉଥ୍‌ ଓ୍ବେଲ୍ସ ପକ୍ଷରୁ ୪୬୪ ରନର ପାର୍ଟନରଶିପ୍‌ ଗଢ଼ି ରେକର୍ଡର ଅଧିକାରୀ ଥିଲେ। ୧୮୯୨ରେ ଶେଫିଲ୍ଡ ଶିଲ୍ଡ ଆରମ୍ଭ ହେବାଠାରୁ ହାରିସ ଓ ପୁକୋଭସ୍କିଙ୍କ ଭାଗୀଦାରି ସର୍ବଶ୍ରେଷ୍ଠ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ଆଜି ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ବର୍ଷା ବିଗାଡ଼ି ପାରେ ମ୍ୟାଚ୍‌

ଗୌହାଟି,୩୦।୩: ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ସୋମବାର IPL 2026ରେ ସେମାନଙ୍କ ଅଭିଯାନ ଆରମ୍ଭ କରିବେ। ଏହି ମୁକାବିଲା ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ

ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri