୯୯ ପ୍ରତିଶତ ମାର୍କ ରଖି ରେକର୍ଡ କଲେ ଶ୍ରେୟାଂଶ

ବଲାଙ୍ଗୀର,୧୪।୫(ସୁନିଲ କୁମାର ମହାନ୍ତି): ମଙ୍ଗଳବାର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)ର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ବଲାଙ୍ଗୀର କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଶତ ପ୍ରତିଶତ ସଫଳତା ଲାଭ କରିଥିବା ଜଣାପଡିଛି। ଦଶମ ବୋର୍ଡରେ ବଲାଙ୍ଗୀର କେନ୍ଦ୍ରୀୟ ବିଦ୍ୟାଳୟ-୨ ଛାତ୍ର ଶ୍ରେୟାଂଶ ହୋତା ୯୯ ପ୍ରତିଶତ (୪୯୫ ମାର୍କ) ରଖି ସାରା ରାଜ୍ୟରେ ରେକର୍ଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ…

ଆଜି ଲଘୁଚାପ, ପ୍ରବଳ ବର୍ଷିବ: ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୧୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।…

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌…

ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍‌ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା…

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri