Advertisement

ସୁସ୍ଥତା ହାର ୯୮.୮୦ ପ୍ରତିଶତ…

ନୂଆଦିଲ୍ଲୀ, ୨୨।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୭ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି।

ଦୈନିକ ସଂକ୍ରମଣ ୩ ଶହ ତଳେ ରହିଛି। ଏହା ୨୯୪ ରହିଛି। ଗୋଟିଏ ଦିନ ତଳେ ଏହା ୪୦୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୬ ହଜାର ୨୦୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ହଜାର ୪୦୨ ଥିଲା। ସେହିପରି ୨୪ ଘଣ୍ଟାରେ ୪୮୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୮୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୯୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୯ ହଜାର ୭୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୨ ହଜାର ୯୧୫ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ହେଲେ ମହାତ୍ମା ଗାନ୍ଧୀଙ୍କ ଅଣନାତି

ପୁନେ,୧୮।୧୧: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡୋ ଯାତ୍ରା ଏବେ ମହାରାଷ୍ଟ୍ରରେ ଚାଲିଛି। ଶୁକ୍ରବାର ସକାଳେ ମହାତ୍ମା ଗାନ୍ଧୀଙ୍କ ଅଣନାତି ତଥା...

ପୂଜାସ୍ଥଳ ଅଧିନିୟମ-୧୯୯୧କୁ ଚ୍ୟାଲେଞ୍ଜ କରି ସୁପ୍ରିମ୍‌କୋର୍ଟରେ ପିଟିଶନ…

ନୂଆଦିଲ୍ଲୀ, ୨୫।୫ : କାଶୀର ପ୍ରସିଦ୍ଧ ଜ୍ଞାନବାପି ମାମଲାର ଶୁଣାଣି ବାରାଣସୀ ଜିଲା କୋର୍ଟରେ ଜାରି ରହିଛି। ଏପରିସ୍ଥଳେ କାଶୀର ଜଣେ ସାଧୁ ସୁପ୍ରିମକୋର୍ଟରେ ପୂଜାସ୍ଥଳ...

ଦେଶରେ କରୋନାର ଚତୁର୍ଥ ଲହର ନେଇ ଏମ୍ସ୍‌ର ପୂର୍ବତନ ନିର୍ଦ୍ଦେଶକ ଦେଲେ ଏଭଳି ଉତ୍ତର…

ନୂଆଦିଲ୍ଲୀ, ୨୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣର ଚତୁର୍ଥ ଲହର ନେଇ ଏମ୍ସ୍‌ର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଏମସି ମିଶ୍ର କହିଛନ୍ତି ଯେ ତୃତୀୟ...

ଅଗ୍ନିବୀରଙ୍କୁ ମିଳିବ ନିଶ୍ଚିତ ନିଯୁକ୍ତି: ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୧ ।୬: ଅଗ୍ନିପଥ ଯୋଜନାରେ ଦେଶ ସେବା କରି ସାରିବା ପରେ ଅଗ୍ନିବୀରଙ୍କୁ ନିଶ୍ଚିତଭାବେ ହରିୟାଣାରେ ନିଯୁକ୍ତି ସୁଯୋଗ ମିଳିବ ବୋଲି କଥା ଦେଇଛନ୍ତି ହରିୟାଣା...

୪ ଦିନରେ ପେଟ୍ରୋଲ ୮୪ ପଇସା ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୮।୫: ଦ୍ରୁତ ସଂକ୍ରାମକ ସାଜିଥିବା କରୋନାର ୨ୟ ଲହର ସହ ଦେଶ ସଂଗ୍ରାମ ଚଳାଇଥିବା ବେଳେ ତୈଳ ଦର ଲଗାତର ବୃଦ୍ଧି ଘଟିଚାଲିଛି। ଗତ ୪...

ପାର୍ବଣକୁ ଭୟ, କେରଳରେ ସଙ୍କଟ ଜାରି…

ନୂଆଦିଲ୍ଲୀ,୨୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି...

ଶ୍ରୀନଗରରୁ ଦିଲ୍ଲୀ ବିମାନ ଟିକେଟ ଆକାଶ ଛୁଆଁ: ବଢ଼ିଲା ୫ ଗୁଣା

ଶ୍ରୀନଗର,୩।୮: କେନ୍ଦ୍ର ସରକାର ଶୀଘ୍ର ଜମ୍ମୁ-କଶ୍ମୀର ଛାଡ଼ିବା ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ଫଳରେ ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଏହାକୁ...

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା

ଜୟପୁର, ୯ା୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଓ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଆଉ ଦୁଇଜଣ କେନ୍ଦ୍ରମନ୍ତ୍ରୀ କରୋନା...

Advertisement
Archives

Model This Week