ସୋମବାର ରାଜ୍ୟର ଚାରି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର, ୨୯।୬: ଭାରତୀୟ ପାଣିପାଗ ବିଭାଗ (IMD) ରବିବାର ସନ୍ଧ୍ୟାରେ ଜାରି ସୂଚନାରେ କହିଛି ଯେ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଓ ବାଂଲାଦେଶ ତଟରେ ଏକ ନିମ୍ନ ଚାପ ବ୍ୟବସ୍ଥା ଏବଂ ଏହା ସହିତ ଜଡ଼ିତ ଘୁର୍ଣ୍ଣିବଳୟ ଉତ୍ତର-ପଶ୍ଚିମାଞ୍ଚଳକୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଅଞ୍ଚଳ ଉପରେ ଗତି କରୁଛି। ଫଳରେ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲାର ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡଘଡି ସାଙ୍ଗକୁ ୩୦-୪୦ କିମି ପ୍ରତି ଘଣ୍ଟା ବେଗରେ ପବନ ହୋଇପାରେ। ଏଥିପାଇଁ IMD ରେଡ଼ ଆଲର୍ଟ ଜାରି କରିଛି।

IMD ଅନୁଯାୟୁ, ଏହି ରେଡ଼ ଆଲର୍ଟ କେବଳ ୩୦ ଜୁନ ପାଇଁ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲା ପାଇଁ ବୈଧ ରହିବ। ଅନ୍ୟପକ୍ଷରେ, ଆଗାମୀ ୭ ଦିନ (୩୦ ଜୁନରୁ ୬ ଜୁଲାଇ) ପାଇଁ ଅନ୍ୟାନ୍ୟ ଜିଲାଗୁଡ଼ିକରେ ଅରେଞ୍ଜ ଓ ଇଏଲୋ ଆଲର୍ଟ ଜାରି କରାଯାଇଛି। ଦକ୍ଷିଣ-ପଶ୍ଚିମ ମୋୖଓସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବାରୁ ମଙ୍ଗଳବାର, ୧ ଜୁଲାଇ ପର୍ଯ୍ୟନ୍ତ ମାଛଧରାଳୀଙ୍କୁ ସମୁଦ୍ର ଯିବାରୁ ବିରତ ରହିବାକୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri