ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା ମୁସ୍କିଲ ହୋଇଗଲାଣି। ପଶ୍ଚିମ ଓ ଉତ୍ତର ପଶ୍ଚିମ ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ ଦିନ ରାଜ୍ୟରେ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ୱର ଓ କଟକରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ ଜରି କରାଯାଇଛି।

ଆଜି ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧.୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୪୦. ୭ ଡିଗ୍ରୀ, ଚାନ୍ଦବାଲି ୪୦.୨ ଡିଗ୍ରୀ, କେନ୍ଦୁଝର ୪୦ ଡିଗ୍ରୀ, ଝାରସୁଗୁଡ଼ା ୩୯.୫ ଡିଗ୍ରୀ, ସମ୍ବଲପୁର ୩୯.୪ ଡିଗ୍ରୀ, ରାଉରକେଲା ୩୯.୪ ଡିଗ୍ରୀ, ହୀରାକୁଦ ୩୭.୮ ଡିଗ୍ରୀ, ପୁରୀ ୩୪.୨ ଡିଗ୍ରୀ, ଗୋପାଳପୁରରେ ୩୩.୫ଡିଗ୍ରୀ ଥିବା ବେଳେ ପାରାଦୀପରେ ୩୩.୪ ଡିଗ୍ରୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ଜଣେ ଶିକ୍ଷକରେ ଚାଲୁଥିବା ସ୍କୁଲ୍‌ ପାଇଁ ଆସିଲା ବଡ଼ ନିର୍ଦ୍ଦେଶ: ଏଣିକି ହେବ…

ଭୁବନେଶ୍ୱର,୮।୮: ରାଜ୍ୟରେ ଜଣେ ମାତ୍ର ଶିକ୍ଷକରେ ଚାଲୁଥିବା ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଅଭାବ ଦୂର କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏଭଳି ବିଦ୍ୟାଳୟଗୁଡ଼ିକୁ ଚିହ୍ନଟ କରି…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri