ଆତଙ୍କବାଦୀ ଆକ୍ରମଣ ପରେ ହାଇ ଆଲର୍ଟ

ଇସଲାମାବାଦ,୧୮ା୨: ଅର୍ଥନୈତିକ ସଙ୍କଟରେ ପଡ଼ି ପାକିସ୍ତାନର ସମସ୍ୟା ସୁଧୁରୁନାହିଁ। କରାଚୀ ପୋଲିସ ମୁଖ୍ୟାଳୟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନର ସୁରକ୍ଷା ପରିସ୍ଥିତି ଏହାର ତୁରନ୍ତ ପ୍ରତିକ୍ରିୟା କ୍ଷମତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବାସ୍ତବରେ ଘରୋଇ ତଥା ବିଦେଶୀ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ପାଇଁ ଭ୍ରମଣ ପରାମର୍ଶ ଦେବା ଏବଂ ଏହାର କୂଟନୀତିଜ୍ଞମାନଙ୍କୁ ଚେତାବନୀ ଦେବା ପରେ ଏକ ରେଡ ଆଲର୍ଟ ଜାରି କରାଯାଇଛି।

ଏଥି ସହିତ ଏହି ଆକ୍ରମଣ ପରେ ଇସଲାମାବାଦରେ ସୁରକ୍ଷାକୁ ଅଧିକ ସତର୍କ କରାଯାଇଛି। ସୂଚନା ଅନୁଯାୟୀ, ରାଜଧାନୀରେ ଅତିରିକ୍ତ ସୁରକ୍ଷା ପୋଷ୍ଟ ନିୟୋଜିତ କରାଯାଇଛି। ଏହା ବ୍ୟତୀତ ଏଠାକୁ ଆସୁଥିବା ଏବଂ ଯାଉଥିବା ସମସ୍ତ ଯାନକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରାଯାଉଛି। ଏଥିସହ ରେଡ୍‌ ଜୋନରେ ଅବସ୍ଥିତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ପାଇଁ କୂଟନୈତିକ ଏନକ୍ଲେଭ, ବିଦେଶୀ ଦୂତାବାସ ପାଇଁ ଅତିରିକ୍ତ ସୁରକ୍ଷା ପାଇଁ ବିଶେଷ ନିୟୋଜନ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

ମୋଦିଙ୍କ ସହ ସେଲ୍‌ଫି ନେଲେ ଫ୍ରାନ୍ସ ରାଷ୍ଟ୍ରପତି: ଫଟୋ ଶେୟାର କରି ଲେଖିଲେ…

ନାଇସ୍‌,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଇସ୍‌ ଗସ୍ତ ସମୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରଁଙ୍କୁ ଭେଟି ଆନନ୍ଦ ପ୍ରକାଶ କରିଥିଲେ। ଦୁଇ ନେତା ‘ଇଣ୍ଡିଆ ଇନୋଭେଟ୍ସ ୨୦୨୬’…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri