ବାତ୍ୟା ପରେ ବି ଏହି ୩ ଜିଲାକୁ ନିସ୍ତାର ନାହିଁ, ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଭୀଷଣ ବାତ୍ୟାର ରୂପ ନେଇଥିବା ‘ଦାନା’ ଦୁର୍ବଳ ହୋଇ ଆଜି ବାତ୍ୟାରେ ପରିଣତ ହୋଇଛି। ଦୁର୍ବଳ ହୋଇ ଘଣ୍ଟାକୁ ଏହା ୧୦ କିମି ବେଗରେ ଗତି କରୁଛି । ଏଥିସହ ଉତ୍ତର ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି । ତେବେ ବାତ୍ୟା ଲ୍ୟାଣ୍ଡଫଲ ପରେ ୩ ଜିଲାକୁ ରେଡ ଆଲର୍ଟ ଜାରି ହୋଇଛି। ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ସମସ୍ୟା ଅସମାହିତ: କଟ୍‌ନୀଛଟ୍‌ନୀକୁ ସରକାରୀ ମୋହର

ବରଗଡ଼/ଅତାବିରା/ ଗୋଡ଼ଭଗା/, ୧୦।୧୨(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର/ ସୁରେଶ ଦାଶ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୨ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri