ବାତ୍ୟା ପରେ ବି ଏହି ୩ ଜିଲାକୁ ନିସ୍ତାର ନାହିଁ, ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଭୀଷଣ ବାତ୍ୟାର ରୂପ ନେଇଥିବା ‘ଦାନା’ ଦୁର୍ବଳ ହୋଇ ଆଜି ବାତ୍ୟାରେ ପରିଣତ ହୋଇଛି। ଦୁର୍ବଳ ହୋଇ ଘଣ୍ଟାକୁ ଏହା ୧୦ କିମି ବେଗରେ ଗତି କରୁଛି । ଏଥିସହ ଉତ୍ତର ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି । ତେବେ ବାତ୍ୟା ଲ୍ୟାଣ୍ଡଫଲ ପରେ ୩ ଜିଲାକୁ ରେଡ ଆଲର୍ଟ ଜାରି ହୋଇଛି। ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସ: ଶୀର୍ଷସ୍ଥାନ ବଜାୟ ରଖିଲା ଭାରତ, ଜାଣନ୍ତୁ ଦ୍ୱିତୀୟ, ତୃତୀୟ ସ୍ଥାନରେ କେଉଁ ଦେଶ…

ଦୁବାଇ,୫ା୫: ୩ ଥରର ବିଶ୍ୱକପ୍‌ ବିଜେତା ଭାରତ ମଙ୍ଗଳବାର ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସରେ ଶୀର୍ଷସ୍ଥାନ ବଜାୟ ରଖିଛି। ଗତ ମାର୍ଚ୍ଚରେ ଭାରତ ପ୍ରଥମ ଦଳ ଭାବେ…

ପରାଜୟ ସହିପାରୁନାହାନ୍ତି TMC ସମର୍ଥକ! ବିଜୟ ଶୋଭାଯାତ୍ରା ବେଳେ ଭାଜପା କର୍ମୀଙ୍କୁ ନିର୍ମମ ହତ୍ୟା

କୋଲକାତା,୫।୫: ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପରେ ପୁଣି ଥରେ ରକ୍ତାକ୍ତ ହୋଇଛି ରାଜ୍ୟର ରାଜନୀତି। ନ୍ୟୁଟାଉନ ଅଞ୍ଚଳରେ ଜଣେ ଭାଜପା କର୍ମୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା…

ଟିକେଟ ଲାଗି ୫ କୋଟି ଦାବି କରୁଥିଲା ଟିଏମ୍‌ସି, ସାଙ୍ଘାତିକ ଅଭିଯୋଗ ଆଣିଲେ ଏହି ପୂର୍ବତନ କ୍ରିକେଟର

କୋଲକାତା,୫ା୫: ୫ କୋଟି ଟଙ୍କା ନ ଦେବାରୁ ହାଓ୍ବରାର ଶିବପୁର ନିର୍ବାଚନ ମଣ୍ଡଳୀରୁ ମୋତେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଟିକେଟ ଦେବାକୁ ମନା କରିଥିଲା। ପଶ୍ଚିମବଙ୍ଗ ବିଧାନସଭା…

କୋଟିଆରେ ସ୍ଥାପନ ହେଲା ଦେବୀ ସୁଭଦ୍ରାଙ୍କ ରଥର ଚକ

କୋରାପୁଟ/ ପଟାଙ୍ଗି , ୫/୫(ଅମିତାଭ ବେହେରା/ ଶରତ ଧଳ ) ମଙ୍ଗଳବାର ପୂର୍ବାହ୍ନରେ କୋରାପୁଟ ଜିଲାର ସୀମାନ୍ତ କୋଟିଆ ଜଗନ୍ନାଥ ମନ୍ଦିରରେ ଦେବୀ ସୁଭଦ୍ରାଙ୍କ ରଥର ଚକ…

ନ୍ୟାୟ ପାଇଁ ଧାରଣାରେ ବସିଥିବା ଯୁବତୀଙ୍କୁ ହତ୍ୟା ବଞ୍ଚାଇ ପାରିଲାନି ପୋଲିସ, ଦିଅର ଅଟକ

ହିଞ୍ଜିଳିକାଟୁ, ୫।୫(ଦ୍ବିତୀକୃଷ୍ଣ ପଣ୍ଡା): ପ୍ରେମ ବିବାହ କରି ନିଜ ଅଧିକାର ପାଉ ନଥିବା ଜଣେ ଯୁବତୀ ୨ବର୍ଷିୟା ଶିଶୁକନ୍ୟାକୁ ଧରି ଶାଶୁଘର ଆଗରେ ଧାରଣା ଦେଇଥିବା ବେଳେ…

ବଜ୍ରପାତ ନେଲା ଜୀବନ

ନନ୍ଦପୁର,୫।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ(ଲମତାପୁଟ ବ୍ଲକ) ବନମାଳୀପୁଟ ପଞ୍ଚାୟତ ସଦର ମହକୁମାରରେ ମଙ୍ଗଳବାର ବଜ୍ରପାତ ଘଟି ଗୋଟିଏ ଗାଈ ଏବଂ ଗୋଟିଏ…

ରାହୁଲଙ୍କ ସହ ହାତ ମିଶାଇବେ ବିଜୟ, ସରକାର ଗଠନ ପାଇଁ ବଡ଼ ରାଜନୈତିକ ଡ୍ରାମା, ଚାଲିଛି…

ଚେନ୍ନାଇ,୫।୫: ତାମିଲନାଡୁ ବିଧାନସଭା ନିର୍ବାଚନ ଶେଷ ହେବା ପରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରଥମ ଥର ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସୁପରଷ୍ଟାର…

Trisha Krishnan ଙ୍କ ୧୦ କୋଟି ଟଙ୍କାର ଘର, ବିଳାସପୂର୍ଣ୍ଣ ମର୍ସିଡିଜ, ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୫।୫: ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତ୍ରୀ Trisha Krishnan ପୁନର୍ୱାର ଚର୍ଚ୍ଚାରେ ଆସିଛନ୍ତି, ତାଙ୍କର ଲକ୍ସୁରିଅସ ଲାଇଫ୍‌ ଷ୍ଟାଇଲ ଓ କୋଟିକୋଟି ସମ୍ପତ୍ତିକୁ ନେଇ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri