Posted inଖେଳ

ମେକ୍ସିକୋ ସିଟି ଗ୍ରାଁ ପ୍ରି ଜିତିଲେ ଭର୍ଷ୍ଟାପେନ୍‌

ମେକ୍ସିକୋ ସିଟି,୩୦ା୧୦: ରେଡବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ଫର୍ମୁଲାଓ୍ବାନ ମେକ୍ସିକୋ ସିଟି ଗ୍ରଁା ପ୍ରି ଜିତିଛନ୍ତି। ସିଜନରେ ଏହା ହେଉଛି ତାଙ୍କର ୧୬ତମ ରେକର୍ଡ ବିଜୟ। ଏଥିସହିତ ସେ ଗତବର୍ଷ କରିଥିବା ତାଙ୍କ ସିଜନ ବିଜୟ ରେକର୍ଡକୁ ମଧ୍ୟ ଭଙ୍ଗ କରିଛନ୍ତି। ଭର୍ଷ୍ଟାପେନ୍‌ ୩ୟ ସ୍ଥାନରୁ ରେସ୍‌ ଆରମ୍ଭ କରିଥିଲେ। ୨୦୨୧ରେ ମଧ୍ୟ ସେ ଏହି ସ୍ଥାନରୁ ରେସ୍‌ ଆରମ୍ଭ କରି ବିଜୟ ଲାଭ କରିଥିଲେ।

ମର୍ସିଡିଜର ଲୁଇସ ହାମିଲଟନ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଫେରାରିର ଦୁଇ ଡ୍ରାଇଭର ଚାଲର୍‌ସ ଲେକ୍‌ରେକ୍‌ ଓ କାର୍ଲୋସ ସେଞ୍ଜ ଜୁନିୟର ୩ୟ ଓ ୪ର୍ଥ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ…

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ…

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିଛି। ଗୋଟିଏ ନୁହେଁ, ବରଂ ଦୁଇଟି ସୁପର ଓଭର ପରେ ଦକ୍ଷିଣ ଆଫ୍ରିକା…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri