Posted inଜାତୀୟ

ଲାଲ୍‌ ଟୋପି ବିପଦର ଘଣ୍ଟି, ପ୍ରଧାନମନ୍ତ୍ରୀଙ୍କ କଟାକ୍ଷ…

ଲକ୍ଷ୍ନୌ,୭।୧୨: ଉତ୍ତରପ୍ରଦେଶର ଗୋରଖପୁର ଜିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲିରେ ଯୋଗଦେଇ ସମାଜବାଦୀ ପାର୍ଟିକୁ ଟାର୍ଗେଟ କରିଛନ୍ତି। ସେ ଅଖିଳେଶ ଯାଦବଙ୍କ ନାମ ନ ନେଇ କଟାକ୍ଷ କରି କହିଛନ୍ତି ଯେ, ଲାଲ୍‌ ଟୋପି ରାଜ୍ୟ ପାଇଁ ବିପଦର ଘଣ୍ଟି।

ଭାଜପାର ଡବଲ ଇଞ୍ଜିନ୍‌ ସରକାର ରାଜ୍ୟରେ ବିକାଶ ଧାରାକୁ ଅବ୍ୟାହତ ରଖିଛନ୍ତି। ପୂର୍ବରୁ ଗୋରଖପୁର ଲୋକେ ଭଲ ଚିକିତ୍ସା ପାଇଁ ବନାରସ ଅବା ଲକ୍ଷ୍ନୌ ଯାଉଥିଲେ। ମାତ୍ର ଏବେ ଆଉ ସେଭଳି ହେବ ନାହିଁ। ଏବେ ଜିଲାରେ ରିସର୍ଚ୍ଚ ସେଣ୍ଟର ସହିତ ହସ୍ପିଟାଲ ରହିଛି। ଏହାଦ୍ୱାରା ସ୍ଥାନୀୟ ଅଞ୍ଚଳର ଜନସାଧାରଣ ବେଶ୍‌ ଉପକୃତ ହୋଇପାରିବେ।

ସ୍ବାସ୍ଥ୍ୟ ସେବା ସହଜରେ ଉପଲବ୍ଧ ହେଲେ ବିକାଶ ସମ୍ଭବ ହୋଇପାରିଥାଏ। ଏବେ ଏହା ରାଜ୍ୟରେ ଜାରି ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପୂର୍ବରୁ ଦେଶର ବଡ଼ ବଡ଼ ସହରରେ ଆଧୁନିକ ସ୍ବାସ୍ଥ୍ୟ ସେବା ଉପଲବ୍ଧ ହେଉଥିଲା। ମାତ୍ର ଭାଜପା ସରକାରଙ୍କ ଅମଳରେ ଏବେ ଏହା ସୁଦୂର ଗ୍ରାମାଞ୍ଚଳରେ ମଧ୍ୟ ସହଜରେ ଉପଲବ୍ଧ ହେଉଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସମାଜବାଦୀ ପାର୍ଟିର ସରକାରଙ୍କ କାର୍ଯ୍ୟକାଳରେ ଜନସାଧାରଣଙ୍କ ସୁବିଧା ସୁଯୋଗକୁ ଅଣଦେଖା କରାଯାଉଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri