ସ୍ୱାସ୍ଥ୍ୟ ପାଇଁ ହାନିକାରକ ରେଡ ମିଟ୍‌

ବର୍ତ୍ତମାନ ଅନିୟମିତ ଜୀବନ ଶୈଳୀ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି । ନିକଟରେ ଆମେରିକାରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି କି ଯେଉଁମାନେ ରେଡ ମିଟ ଓ ଅଣ୍ଡା ଅଧିକ ପରିମାଣରେ ଖାଉଛନ୍ତି ସେମାନଙ୍କ ପାଇଁ ଏହା ଅଧିକ କ୍ଷତିକାରକ । କାରଣ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ, ଯେଉଁମାନେ ରେଡ ମିଟ୍ ଅଧିକ ଖାଆନ୍ତି ସେମାନଙ୍କ ଆୟୁଷ ଅନ୍ୟମାନଙ୍କ ତୁଳନାରେ କମ୍ ହୋଇଥାଏ । ବିଶେଷ ଭାବେ ପ୍ରାଣୀଙ୍କଠାରୁ ମିଳୁଥିବା ପ୍ରୋଟିନ ସ୍ୱାସ୍ଥ୍ୟ ପାଇଁ ହାନିକାରକ । ତେଣୁ ଦୁଗ୍ଧଜାତ ଦ୍ରବ୍ୟ ଓ ପ୍ରାକୃତିକ ଜିନିଷରୁ ମିଳୁଥିବା ପ୍ରୋଟିନ ଶରୀର ପାଇଁ ଖୁବ୍ ଭଲ । ନିକଟରେ ଦେଖାଯାଇଥିଲା କି ସାରା ବିଶ୍ୱରେ ରେଡ ମିଟ ଓ ଅଣ୍ଡାର ଚାହିଦା ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନେଇ କରାଯାଇଥିବା ଗବେଷଣାରୁ ଜଣାପଡିଛି କି ଅତ୍ୟଧିକ ରେଡମିଟ୍ ଓ ଅଣ୍ଡା ସ୍ୱାସ୍ଥ୍ୟ ପକ୍ଷେ ହାନିକାରକ । ବରଂ ଜଣେ ସୁସ୍ଥ ବ୍ୟକ୍ତି ଏହା ବଦଳରେ ଦୁଗ୍ଧଜାତ ସାମଗ୍ରୀ, ମାଛ ଓ ଚିକେନ ନେଲେ ତାହା ଏତେଟା ହାନିକାରକ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଛକାରେ ୧୬୭ ରନ୍‌ର ବିସ୍ଫୋରକ ଇନିଂସ ଖେଳିଲେ ଏହି ବ୍ୟାଟ୍‌ର୍‌: ହାସଲ କଲେ ବିରଳ ରେକର୍ଡ

ଲାହୋର,୩୦।୧୦: ଇଂଲଣ୍ଡର ଷ୍ଟାର୍‌ ଓପନର୍‌ ବେନ ଡକେଟଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଦମ୍‌ଦାର ଇନିଂସ। ପାକିସ୍ତାନ ଆୟୋଜିତ ଦିନିକିଆ ଟ୍ରାଇ ସିରିଜ୍‌ରେ ଶ୍ରୀଲଙ୍କା ବିପକ୍ଷ ଶେଷ ମ୍ୟାଚ୍‌ରେ…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ଜଳବନ୍ଦୀ ଗାଁ ବୁଲି ସ୍ଥିତି ପରଖିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ବିଧାୟକ

ଗଞ୍ଜାମ,୩୦।୧୦(ଅନାଥ ତରାଇ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ବ୍ଲକ୍ର ବିଭିନ୍ନ ପଞ୍ଚାୟତରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି। ଅନେକ ଗାଁ ଜଳଘେରରେ ରହିଥିବାରୁ ଜନଜୀବନ…

ଦୁଃଖ ଆଣିଦେଲା ବନ୍ୟା: ଧୋଇ ହୋଇଗଲା ଶହ ଶହ କୋଟି ଟଙ୍କାର ସମ୍ପତ୍ତି

ଭଞ୍ଜନଗର, ୩୦।୧୦ (ବାବୁଲା ପ୍ରଧାନ)- ବାତ୍ୟା ପରବର୍ତ୍ତୀ ବନ୍ୟା ଭଞ୍ଜନଗର ଅଞ୍ଚଳବାସୀଙ୍କ ପାଇଁ ଅପାର ଦୁଃଖ ଓ ଦୁର୍ଦ୍ଦଶା ଆଣିଦେଇଛି। ଭଞ୍ଜନଗର ସହରବାସୀ ଦୀର୍ଘ ବର୍ଷ ପରେ…

ଶୁବମନ ଗିଲଙ୍କ କପାଳରେ ଲାଗିଛି ଅଜବ ଡିଭାଇସ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅକଲାଣ୍ଡ,୩୦।୧୦: କ୍ରିକେଟ ପଡ଼ିଆରେ ନିଜ ବ୍ୟାଟିଂକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଶୁବମନ ଗିଲ ଏବେ ଏକ ଭିନ୍ନ କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ…

ସ୍ମୃତି ମନ୍ଧାନାକୁ ମେସେଜ୍‌ କରିଥିଲେ ଧୋନୀ, ଖୋଲିଗଲା ବଡ଼ ରାଜ୍‌: ଜାଣନ୍ତୁ କ’ଣ ଲେଖିଥିଲେ

ନୂଆଦିଲ୍ଲୀ,୩୦।୧୦:: ଭାରତୀୟ ମହିଳା କ୍ରିକେଟ ଟିମ ପ୍ରଥମ ଥର ପାଇଁ ଦିନିକିଆ ବିଶ୍ୱକପ ଜିତିବା ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଥିଲା। ଏହି ଐତିହାସିକ ବିଜୟ…

ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ: ହଂକଂ ସିକ୍ସେସ ଟୁର୍ନାମେଣ୍ଟରେ ଆଜି ମୁହାଁମୁହିଁ ହେବେ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ। ଅକ୍ଟୋବର ୩୦ରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟର ପ୍ରଥମ ଦିନରେ ଗ୍ରୁପ-ସି’ର…

ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ସମ୍ପର୍କୀୟ ନାବାଳକ: ଅବସ୍ଥା ଗୁରୁତର

ବାରିପଦା,୩୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୋଲିସ ଜିଲା ଅନ୍ତର୍ଗତ ଜାମଦା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଶିଶୁକନ୍ୟାଙ୍କୁ ସମ୍ପର୍କୀୟ ନାବାଳକ ବଳାତ୍କାର…

ନନା-ଜେନାଙ୍କ ପତିଆରା ଲଢ଼େଇ: ଭାଜପାରେ ଶୀତଳ ଯୁଦ୍ଧ

ବାଲେଶ୍ୱର,୩୦ା୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ):ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା କିଛି ମାସ ପୂର୍ବରୁ ବିଜେଡି ଛାଡ଼ି ଭାଜପାରେ ଯୋଗଦେବା ପରେ ବାଲେଶ୍ୱର ଭାଜପାରେ ଶୀତଳ ଯୁଦ୍ଧ ତୀବ୍ର ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?