Posted inଫୁରସତ

ମହାକାଶରୁ ଫେରିଥିବା ରେଡ୍‌ ଓ୍ବାଇନର ଦାମ କେତେ ଜାଣନ୍ତୁ

ଏକ ରକେଟ୍‌ରେ ୧୪ ମାସ ଧରି ମହାକାଶ ଭ୍ରମଣ କରିଥିବା ରେଡ୍‌ ଓ୍ବାଇନ ଏବେ ବିକ୍ରି ଅପେକ୍ଷାରେ। ‘ପେଟ୍ରସ ୨୦୦୦’ ନାମକ ରେଡ୍‌ ଓ୍ବାଇନର ୧୨ଟି ବୋତଲକୁ ୨୦୧୯ ନଭେମ୍ବରରେ ମହାକାଶ ପଠାଯାଇଥିଲା। ମହାକାଶରେ ରହିବା ଦ୍ୱାରା ଏହି ରେଡ୍‌ ଓ୍ବାଇନର ଟେଷ୍ଟ ବା ସ୍ବାଦରେ କ’ଣ ଫରକ ପଡ଼ୁଛି ଜାଣିବା ପାଇଁ ବିଶେଷଜ୍ଞମାନେ ଏଭଳି କରିଥିଲେ।

୧୪ ମାସ ଧରି ପୃଥିବୀ ଓ ବିଭିନ୍ନ ଅନ୍ତର୍ଜାତୀୟ ସ୍ପେସ୍‌ ଷ୍ଟେଶନ(ଆଇଏସ୍‌ଏସ୍‌)ର ପରିକ୍ରମା କରିବା ପରେ ଫେରିଥିଲା ଚଳିତ ବର୍ଷ ଜାନୁୟାରୀରେ। ୧୪ ମାସ ଧରି ମାଧ୍ୟାକର୍ଷଣ ଶକ୍ତିଠାରୁ ଦୂରରେ ରହିବା କାରଣରୁ ଏହି ରେଡ୍‌ ଓ୍ବାଇନର ବୟସ ଢେର ବଢ଼ିଯାଇଛି। ଏହାକୁ ପ୍ରାଇଭେଟ ଅକଶନ କମ୍ପାନୀ ଖ୍ରିଷ୍ଟିଜ ପକ୍ଷରୁ ନିଲାମ କରାଯିବ। ଏହି ଫ୍ରେଞ୍ଚ ରେଡ୍‌ ଓ୍ବାଇନର ଗୋଟିଏ ବୋତଲର ମୂଲ୍ୟ ୧ ନିୟୁତ ଡଲାର ଧାର୍ଯ୍ୟ କରାଯାଇଛି। ଏହାର ମୂଲ୍ୟ ଭାରତୀୟ ମୂଦ୍ରାରେ ୭ କୋଟି ୨୯ ଲକ୍ଷ ୧୦ ହଜାର ୫୦୦ ଟଙ୍କା। ଏହା ‘ପେଟ୍ରସ ୨୦୦୦’ ରେଡ୍‌ ଓ୍ବାଇନର ପ୍ରକୃତ ଦାମଠାରୁ ୧୬୬ ଗୁଣା ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri