ରେଡ୍‌ମି ନୋଟ୍‌ ୧୨ସିରିଜ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୭ା୧: ସାଓମି ଇଣ୍ଡିଆର ପ୍ରମୁଖ ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ରେଡ୍‌ମିର ନୋଟ୍‌ ୧୨ ସିରିଜ୍‌ର ନୂତନ ଉତ୍ପାଦକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ରେଡ୍‌ମି ନୋଟ୍‌ ୧୨ ପ୍ରୋ+ ୫ଜି ଓ ରେଡ୍‌ମି ନୋଟ୍‌ ୧୨ ପ୍ରୋ ୫ଜି ନିଜ ସେଗ୍‌ମେଣ୍ଟରେ ଦେଖାଯାଉଥିବା ସର୍ବୋତ୍ତମ ସେନ୍ସର ସହିତ ଆସିଛି। ରେଡ୍‌ମି ନୋଟ୍‌ ୧୨ପ୍ରୋ+ ୫ଜି ହେଉଛି ଭାରତର ପ୍ରଥମ ଫୋନ୍‌ ଯାହା ୨୦୦ ମେଗାପିକ୍ସେଲ ପ୍ରୋ-ଗ୍ରେଡ୍‌ ଏଚ୍‌ପିଏକ୍ସ ସେନ୍ସର ସହ ଆସୁଛି। ଏ ସମ୍ପର୍କରେ ସାଓମି ଇଣ୍ଡିଆର ଚିଫ୍‌ ମାର୍କେଟିଂ ଅଫିସର ଅନୁଜ ଶର୍ମା କହିଛନ୍ତି, ଏକ ସ୍ମାର୍ଟଫୋନ୍‌ କ୍ୟାମେରାରେ ଦେଖାଯାଇଥିବା ସବୁଠାରୁ ଉନ୍ନତ ରିଜୋଲ୍ୟୁଶନ, ଟପ୍‌ ନଚ୍‌ ଡିସ୍‌ପ୍ଲେ କ୍ୱାଲିଟି, ଅତ୍ୟାଧୁନିକ କନେକ୍ଟିଭିଟି ଓ ଫାଷ୍ଟ୍‌ ଚାର୍ଜିଂ ସ୍ପିଡ୍‌ ଭଳି ଫିଚର ଆଣିଛି। ରେଡ୍‌ମି ନୋଟ୍‌ ୧୨ ପ୍ରୋ ୫ଜିରେ ଏକ ୬୭ୱାଟ୍‌ ଚାର୍ଜର ରହିଛି ଯାହା କେବଳ ୧୫ ମିନିଟ୍‌ରେ ଏକ ପୂରା ଦିନର ଚାର୍ଜ ପ୍ରଦାନ କରୁଛି ଏବଂ ରେଡ୍‌ମି ନୋଟ୍‌ ୧୨ ପ୍ରୋ+ ୫ଜି ଏକ ୧୨୦ୱାଟ୍‌ ହାଇପରଚାର୍ଜ ଆଡାପ୍ଟର ସହ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri