କୋଭିଡ୍‌ କଟକଣା କୋହଳ କର: କେନ୍ଦ୍ର

ନୂଆଦିଲ୍ଳୀ, ୧୭।୨: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। କିଛି ରାଜ୍ୟରେ ସଂକ୍ରମଣ ନିୟନ୍ତ୍ରଣରେ ଥିଲାବେଳେ କେତେକ ରାଜ୍ୟରେ ମାମଲାରେ ସାମାନ୍ୟ ବୃଦ୍ଧି ପରିଲକ୍ଷିତ ହେଉଛି। ତେବେ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି କରୋନା କଟକଣା କୋହଳ କରିବା ପାଇଁ ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ଚିଠି ଲେଖିଛନ୍ତି। ରାଜ୍ୟର ସଂକ୍ରମଣ ଗ୍ରାଫ୍‌କୁ ନଜରରେ ରଖି କଟକଣା କୋହଳ କିମ୍ବା ଏଥିରେ ପରିବର୍ତ୍ତନ କରିବା ପାଇଁ ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି। କଟକଣା କାରଣରୁ ଯେଭଳି ଦେଶର ଆର୍ଥିକ ସଙ୍କଟ ନ ଦେଖାଯାଏ, ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏପରି ନିର୍ଦ୍ଦେଶ ଜାରି କରାଯାଇଛି। ଜାନୁୟାରୀ ୨୧ ତାରିଖରୁ କ୍ରମାଗତ ଦେଶରେ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭,୪୦୯ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସଂକ୍ରମଣ ହାର ୩.୬୩ ପ୍ରତିଶତ ଖସିଥିବା କହିଛନ୍ତି ସ୍ବାସ୍ଥ୍ୟ ସଚିବ। ସଂକ୍ରମଣ ହ୍ରାସକୁ ନଜରରେ ରଖି କେନ୍ଦ୍ର ସରକାର ନିକଟରେ ବିଦେଶ ଫେରନ୍ତାଙ୍କ ପାଇଁ ଲାଗୁ କଟକଣା କୋହଳ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ’, ଭାରତକୁ ନେଇ ରୁଷିଆର ବଡ଼ ବୟାନ, ପାକିସ୍ତାନ ଶୁଣିଲେ…

ନୂଆଦିଲ୍ଲୀ,୧୦।୨: “ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ” ଶୋଲେର ଜୟ ଏବଂ ବୀରୁଙ୍କ ବନ୍ଧୁତା ଉପରେ ଆଧାରିତ ଏହି ଗୀତଟି ରୁଷିଆ ଏବଂ ଭାରତ ପାଇଁ ଉପଯୁକ୍ତ।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା…

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା…

VIDEO: ବ୍ୟସ୍ତବହୁଳ ରାସ୍ତାରେ କ୍ରାଶ ଲ୍ୟାଣିଂ କଲା ବିମାନ, ଅନେକ କାର ସହିତ ଧକ୍କା…

ନୂଆଦିଲ୍ଲୀ, ୧୦।୨: ଆମେରିକାର ଜର୍ଜିଆରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ଜର୍ଜିଆର ଗେନ୍ସଭିଲରେ ରାସ୍ତା ମଝିରେ ଏକ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ଦୁର୍ଘଟଣାଗ୍ରସ୍ତ…

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri