୧୨ ଶହ ଟଙ୍କା କମିଲା ସୁନା

ଭୁବନେଶ୍ୱର: ମଙ୍ଗଳବାର ସୁନା ଦର ୧୨ ଶହ ଟଙ୍କା ହ୍ରାସ ଘଟିଛି। ଫଳରେ ଭୁବନେଶ୍ୱର ଓ ଏହାର ଦର ୪୯,୪୨୦ ଟଙ୍କା ସ୍ତରକୁ ଖସିଛି। ସପ୍ତାହ ମଧ୍ୟରେ ସୁନା ଦର ପ୍ରାୟ ପ୍ରାୟ ୩୨ ଶହରୁ ୩୫ ଶହ ଟଙ୍କା କମିଛି। ଏହା ପୂର୍ବରୁ ସୁନା ଏବଂ ରୁପା ଦରରେ ଲଗାତର ବୃଦ୍ଧି ହୋଇ ଆସୁଥିଲା। ସାରା ଦେଶରେ ସୁନା ପ୍ରାୟ ୧ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହ୍ରାସ ହୋଇଛି। ସେହିଭଳି ରୁପା ଦର କିଲୋ ପିଛା ୧୫୮୮ ଟଙ୍କା ହ୍ରାସ ହୋଇଛି। କିଛି ସ୍ଥାନରେ ସୁନା ଦର ୪୯ ହଜାରଠାରୁ ନିମ୍ନରେ ରହିଛି। ଏହାବାଦ ରୁପା ଦର ୫୯,୩୦୧ ସ୍ତରକୁ ଖସିଥିବା ଜଣାପଡିଛି। ବିଶ୍ୱ ବଜାରରେ ସୁନା ଦର କମିବା ଯୋଗୁ ଭାରତ ବଜାରରେ ଦରରେ ଏଭଳି ପରିବର୍ତ୍ତନ ଆସିଛି। କରୋନା ଭାକ୍ସିନ ଆସିବା ନେଇ ଆଶା ଜନ୍ମିବାରୁ ସୁନା ଦର ହ୍ରାସ ହେଉଥିବା ବିଶେଷଜ୍ଞ କହିଛନ୍ତି। ସୂଚନାଯୋଗ୍ୟ, ଅନ୍ତର୍ଜାତୀୟ ବଜାରରେ ସୁନା ଦର ପ୍ରାୟ ୨% ହ୍ରାସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ…

ଏହି ଦିନରୁ ମହଙ୍ଗା ହେବ FASTag ବାର୍ଷିକ ପାସ୍: ଜାଣନ୍ତୁ କେତେ ବଢ଼ିଲା ଦର

ନୂଆଦିଲ୍ଲୀ,୧୫।୩: ଜାତୀୟ ରାଜପଥରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ନିଜ ଗାଡ଼ି ପାଇଁ FASTag ବାର୍ଷିକ ପାସ୍ ବ୍ୟବହାର କରୁଛନ୍ତି, ତେବେ…

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ସିଲିଣ୍ଡରର ବିକଳ୍ପ ହେବ କିରୋସିନ, ଓଡ଼ିଶାରେ ଆଜି ରେଟ୍‌ ଅଛି ଏତିକି, ଲିଟରେ କିଣିଲେ…

ଭୁବନେଶ୍ୱର,୧୪।୩: ବର୍ତ୍ତମାନ ସାରା ଦେଶରେ ଗ୍ୟାସ ସିଲିଣ୍ଡରକୁ ନେଇ ହଇଚଇ ସୃଷ୍ଟି ହୋଇଛିି। ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷ ଭାରତୀୟ ରୋଷେଇ ଘରର ବଜେଟକୁ…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri