ବୁଧବାର ୪୫ ସ୍ଥାନରେ ସାନି ମତଦାନ

ଭୁବନେଶ୍ୱର,୨୨ା୨(ବ୍ୟୁରୋ)-ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଜାରି ରହିଛି । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ଭୋଟଗ୍ରହଣରେ ବାଧା ସୃଷ୍ଟି ହୋଇଥିବା ୪୫ଟି ସ୍ଥାନରେ ବୁଧବାର ପୁନଃ ମତଦାନ ହେବ। ସକାଳ ୯ଟାରୁ ଅପରାହ୍ନ ୩ଟା ଯାଏ ଭୋଟଗ୍ରହଣ କରାଯିବ। ରାଜ୍ୟର ୯ ଜିଲା ମଧ୍ୟରୁ ଯାଜପୁରରେ ସର୍ବାଧିକ ୨୧ଟି ସ୍ଥାନରେ ସାନି ମତଦାନ ହେବାକୁ ଥବାବେଳେ ଭଦ୍ରକ ୬, ପୁରୀ ୫, ଢେଙ୍କାନାଳ ୪, ଜଗତ୍‌ସିଂହପୁର ୩, ମୟୂରଭଞ୍ଜ ୩ ଏବଂ ବୌଦ୍ଧ, ବଲାଙ୍ଗୀର ଓ କେନ୍ଦୁଝର ଜିଲାର ଗୋଟିଏ ଲେଖାଏ ଜାଗାରେ ସାନି ମତଦାନ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଅଭିବାଦନ ରଖିଲେ ମୁଖ୍ୟମନ୍ତ୍ରୀ: ବିର୍ସା ମୁଣ୍ଡାଙ୍କ ନାମରେ ଘୋଷଣା କଲେ ହକି ଷ୍ଟାଡିୟମ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଇଛନ୍ତି। ରାଉରକେଲାଠାରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମ ସହ ଜିଲାର ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ...

ପୋଲିସ ଭୟରେ ପଳାଉଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବରଗଡ଼ ଅଫିସ୍‌,୮।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସ ଭୟରେ ଦୌଡ଼ି ପଳାଉଥିବା...

ଶିକ୍ଷକଙ୍କୁ ଛାତ୍ର ମସାଜ୍‌ କରୁଥିବା ଭିଡିଓ ଭାଇରାଲ୍‌

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବା ଭିଡିଓ ସୋସିଆଲ ମିଡିଆରେ...

ପ୍ରବଳ ବର୍ଷାରେ ଘର କାନ୍ଥ ଭୁଶୁଡିଲା

ମାଲକାନଗିରି,୬ା୯(ସ୍ବ.ପ୍ର): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗୁରୁବାର ରାତିରେ ବର୍ଷାରେ ଖଇରପୁଟ ସଦର ମହକୁମା ସାହୁ କଲୋନୀ ସାହିରେ ଜଣେ ପି.ଚନ୍ଦ୍ରଶେଖର ଆଚାରି ଙ୍କ...

ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ପାସ୍‌ ହାର ୭୪.୯୫ ପ୍ରତିଶତ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୭୪.୯୫...

କ୍ୟାବିନେଟ୍‌ ନିଷ୍ପତ୍ତି: ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ମିଳିବ ଟଙ୍କା, ଧାନ କିଣା ଟାର୍ଗେଟ କମିଲା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଧାନ ବିକୁଥିବା ଚାଷୀଙ୍କୁ ଏଣିକି ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କର ପ୍ରାପ୍ୟ ମିଳିବ। ପୂର୍ବରୁ ସେମାନଙ୍କୁ ୨୪ରୁ ୭୨ ଘଣ୍ଟା ମଧ୍ୟରେ ଧାନ...

‘୨୧ ବର୍ଷରେ ମା, ଭଉଣୀଙ୍କୁ ସୁରକ୍ଷା ଦେବାରେ ବିଜେଡି ବିଫଳ’

ଭୁବନେଶ୍ୱର,୯।୩(ବ୍ୟୁରୋ): ଗତ ୨୧ବର୍ଷ ଶାସନ କାଳରେ ରାଜ୍ୟରେ କେତେଜଣ ମହିଳାଙ୍କ କୋଳ ଖାଲି ହୋଇଛି ଏବଂ କେତେ ନାବାଳିକା ବଳାତ୍କାର ଓ ହତ୍ୟାର ଶିକାର ହୋଇଛନ୍ତି।...

ପୁନରୁଦ୍ଧାର ଅପେକ୍ଷାରେ ପୁରୀ ସଂଗ୍ରହାଳୟ

ପୁରୀ ଅଫିସ,୧୧।୨: ସଂସ୍କୃତି ଓ ଐତିହ୍ୟର ବାର୍ତ୍ତାବହ କୁହାଯାଉଥିବା ପୁରୀ ସଂଗ୍ରହାଳୟ ଏବେ ଅବହେଳିତ ହୋଇପଡ଼ିଛି। ଉଦ୍‌ଘାଟନ ଦିନଠାରୁ ଅର୍ଥାତ ଦୀର୍ଘ ୩୦ବର୍ଷ ହେଲା ସଂଗ୍ରହାଳୟ...

Advertisement
Archives

Model This Week