ବୁଧବାର ୪୫ ସ୍ଥାନରେ ସାନି ମତଦାନ

ଭୁବନେଶ୍ୱର,୨୨ା୨(ବ୍ୟୁରୋ)-ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଜାରି ରହିଛି । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ଭୋଟଗ୍ରହଣରେ ବାଧା ସୃଷ୍ଟି ହୋଇଥିବା ୪୫ଟି ସ୍ଥାନରେ ବୁଧବାର ପୁନଃ ମତଦାନ ହେବ। ସକାଳ ୯ଟାରୁ ଅପରାହ୍ନ ୩ଟା ଯାଏ ଭୋଟଗ୍ରହଣ କରାଯିବ। ରାଜ୍ୟର ୯ ଜିଲା ମଧ୍ୟରୁ ଯାଜପୁରରେ ସର୍ବାଧିକ ୨୧ଟି ସ୍ଥାନରେ ସାନି ମତଦାନ ହେବାକୁ ଥବାବେଳେ ଭଦ୍ରକ ୬, ପୁରୀ ୫, ଢେଙ୍କାନାଳ ୪, ଜଗତ୍‌ସିଂହପୁର ୩, ମୟୂରଭଞ୍ଜ ୩ ଏବଂ ବୌଦ୍ଧ, ବଲାଙ୍ଗୀର ଓ କେନ୍ଦୁଝର ଜିଲାର ଗୋଟିଏ ଲେଖାଏ ଜାଗାରେ ସାନି ମତଦାନ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ...

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ...

ସ୍କ୍ରାପିଂ କଲେ ଟିକସ, ଜରିମାନା ଛାଡ଼

ଭୁବନେଶ୍ୱର,୬।୧୨(ଅନିଲ ଦାସ):ପୁରୁଣା ଗାଡ଼ି ଉପରେ ଥିବା ସମସ୍ତ ବକେୟା ଟିକସ ଓ ଜରିମାନା ଛାଡ଼ କରାଯିବ। ଯେଉଁ ଗାଡ଼ି ମାଲିକମାନେ ନିଜ ଗାଡ଼ିକୁ ସ୍କ୍ରାପିଂ କରିବାକୁ...

ବଦଳିଲେ ଆଉ ଜଣେ ଆଇଏଏସ୍‌ ଅଫିସର: ଥିରୁମାଳା ନାଏକ ହେଲେ ଅତିରିକ୍ତ ସିଇଓ

ଭୁବନେଶ୍ୱର, ୫।୧୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଜଣେ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ନିର୍ବାଚନ ଦାୟିତ୍ୱ ଦେଇଛନ୍ତି । ୨୦୦୯ ବ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri