ଜରୁରୀ ନ ଥିଲେ ହସ୍ପିଟାଲକୁ ଆସିବା ମନା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଛି। ତେବେ ସଂକ୍ରମଣ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ । ତେଣୁ ଏଠାରେ ସଂକ୍ରମଣର ଆଶଙ୍କା ଅଧିକ ରହିଛି । ଅତି ଦରକାର ନ ଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ଆସନ୍ତୁ ନାହିଁ ବୋଲି ସେ କହିଛନ୍ତି। ଆହୁରି ମଧ୍ୟ କହଛନ୍ତି, ‘ଯେଉଁମାନଙ୍କର ସାଧାରଣ ରୋଗ ରହିଛି, ସେମାନଙ୍କ ଲାଗି ଟେଲିମେଡିସିନ ସେବା ଆରମ୍ଭ ହୋଇଛି । ହସ୍ପିଟାଲରେ ଏବେ କେବଳ ଜରୁରୀକାଳୀନ ସର୍ଜରୀକୁ ପ୍ରାଥମିକତା ଦିଆଯିବ।’


Enter your email to get our daily news in your inbox.

All Right Reserved By Dharitri.Com

ମୁହେଁ ମୁହେଁ କହି ହଇରାଣ ହୋଇଛି

କେବେ ସେ ନାୟକ ସାଜି ଦର୍ଶକଙ୍କ ମନ ଜିତିଛନ୍ତି ତ କେବେ ଖଳନାୟକ ସାଜି ନିଜର ଭିନ୍ନ ରୂପ ଦେଖାଇଛନ୍ତି। ଯେକୌଣସି ଚରିତ୍ରକୁ ନିଖୁଣ ଭାବେ...

ପିକ୍‌ନିକ୍‌ ହେଲା କାଳ: ଶଙ୍ଖନଦୀରେ ବୁଡ଼ି ଯୁବକ ମୃତ

ବେଦବ୍ୟାସ,୧୭।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଶଙ୍ଖନଦୀର ଭାଲୁପତ୍ରାଘାଟରେ ରବିବାର ଅପରାହ୍ନରେ ପାଣିରେ ବୁଡ଼ି ତ୍ରିଲୋଚନ ମହାକୁଡ଼ (୨୩)ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।...

ସହରବାସୀଙ୍କୁ ଆପ୍‌ରେ ମିଳିବ ସୂଚନା

ଅନୁଗୋଳ ଅଫିସ୍‌, ୩।୭ ରାଜ୍ୟ ଗ୍ରାମୀଣ ବିକାଶ ଅନୁଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ଗୁରୁବାର ପୂର୍ବାହ୍ନରେ ଭିଡିଓ କନଫରେନ୍ସ ଜରିଆରେ କରୋନା...

ଜବରଦସ୍ତ ଟଙ୍କା ମାଗି ଜେଲ ଗଲେ ୩ କିନ୍ନର

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଆଇଜି ପାର୍କ ଭିତରେ ଲୋକମାନଙ୍କୁ ଧମକ ଚମକ ଦେଇ ଜବରଦସ୍ତ ଟଙ୍କା ମାଗୁଥିବା ୩ଜଣ କିନ୍ନରଙ୍କୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରିଛି।...

୨୩ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣଙ୍କ ନାହିଁ ବିଦେଶ ଲିଙ୍କ୍‌

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ‘ଓମିକ୍ରନ’ କାୟାବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ ଦିନକରେ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା...

୧୫ରେ ରୁଚି ଓଡ଼ିଆ ଫିଲ୍ମ ଫେୟାର୍‌ ଆୱାର୍ଡସ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ହ୍ବାଇଟ୍‌ କାନ୍‌ଭାସ୍‌ ଏବଂ ଓଫା ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ରୁଚି ମସଲା ସହଯୋଗରେ ଆସନ୍ତା ୧୫ ତାରିଖରେ ଜନତା ମଇଦାନରେ ଚଳଚ୍ଚିତ୍ର ପୁରସ୍କାର...

ରାତି ହେଲେ ଘର ଛାତ ଭାଙ୍ଗୁଛି ଭାଲୁ

ମାଲକାନଗିରି,୩୦।୧୧(ଡି.ଏନ.ଏ.): ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ରାତି ହେଲେ ଆଖପାଖ ଅଞ୍ଚଳରେ ଭାଲୁ ବୁଲୁଛି। ଘର ଉପରେ ଚଢି ଟିଣ...

ମଦ ଉପରେ ଲାଗିଲା ୫୦% ‘କୋଭିଡ ଫି’: ୬ ଘଣ୍ଟାରେ ପାଇବେ ହୋମ୍‌ ଡେଲିଭରି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍‌ଲାଇନ୍‌ରେ ମଦ ମିଳିବାନେଇ ରାଜ୍ୟ ସରକାର ଶନିବାର ଅନୁମତି ଦେଇଛନ୍ତି। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନୀ ମଦ ହୋମ୍‌ ଡେଲିଭରି...

Advertisement


Archives

Model This Week