ପଦାରେ ପଡ଼ିଲା ବିଜେଡିର ବଡ଼ ଅନ୍ତଃକନ୍ଦଳ: ପଦ ଗ୍ରହଣ ପାଇଁ ମନା କଲେ ଦେବାଶିଷ, କହିଲେ…

ଭୁବନେଶ୍ୱର,୨୫।୧୧: ପୁଣି ପଦାରେ ପଡ଼ିଲା ବିଜେଡିର ବଡ଼ ଅନ୍ତଃକନ୍ଦଳ। ବରିଷ୍ଠ ଉପସଭାପତି ପଦ ଗ୍ରହଣ ପାଇଁ ମନା କଲେ ଦେବାଶିଷ ସାମନ୍ତରାୟ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଚିଠି ପଠାଇ ଲେଖିଲେ, ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିଲା। ଆମ ପାର୍ଟି ବର୍ତ୍ତମାନ ନୂଆ ଆଇଡୋଲୋଜିରେ ଅଗ୍ରସର ହେଉଛି। କଣ ପାଇଁ ଗତ ନିର୍ବାଚନରେ ଦଳ ହାରିଲା ସ୍ବୀକାର କି ପ୍ରକାଶ କରାଗଲାନି।ମାତ୍ର ସବୁ କର୍ମୀଙ୍କ ପାଟିରେ ପରାଜୟ କାରଣ ପରିପ୍ରକାଶ ହେଉଛି।କେହି କୁହନ୍ତୁ ବା ନ କୁହନ୍ତୁ ୨୦୨୪ ପରାଜୟ କାରଣ ସମସ୍ତେ ଜାଣନ୍ତି।ବର୍ତ୍ତମାନ ସ୍ଥିତିରେ ଆପଣ ନିଜେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରନ୍ତୁ।ମୁଁ ବିଜେଡିର ଜଣେ ସାଧାରଣ କର୍ମୀ ଭାବେ କାମ କରି ଚାଲିବି ବୋଲି ଦେବାଶିଷ କହିଛନ୍ତି।

ବିଜେଡିର ସିନିୟର ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ମଙ୍ଗଳବାର ଦେବାଶିଷ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ଦଳ ଉପରେ ଅସନ୍ତୋଷ ଥିଲେ। ତେବେ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri