Posted inଜାତୀୟ

ରାହୁଲଙ୍କ ଲମ୍ବା ଦାଢିକୁ ନେଇ କହିଲେ ଲାଲୁ, ବିବାହ କରନ୍ତୁ…

ପାଟନା,୨୩।୬:୨୦୨୪ଲୋକସଭା ନିର୍ବାଚନ ନେଇ ବିରୋଧି ମେଣ୍ଟ ଦେଖିବାକୁ ମିଳିଛି। ଏନେଇ ବିହାରର ପାଟନାରେ ବିରୋଧୀ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଗାମୀ ରଣନୀତି ନେଇ ସୁଦୃଢ ରୋଡ ମ୍ୟାପ ପ୍ରସ୍ତୁତ ହୋଇଛି ବୋଲି ବିରୋଧୀ ଦଳ ଗଣମାଧ୍ୟମରେ ପ୍ରକାଶ କରିଛeନ୍ତି। ତେବେ ଏ ମଧ୍ୟରେ ବିହାରର ପୂର୍ବତନ ମୁଖ୍ୟମନନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ରାହୁଲଙ୍କୁ ନେଇ ଏକ ମଜାଳିଆ ଶୈଳୀରେ ଥଟ୍ଟା କରିଥିବା ଦେଖାଯାଇଛି।
ସାମ୍ବାଦିକ ସମ୍ମିଳନୀ ମଧ୍ୟରେ ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବାହ ବିଷୟରେ ଏପରି କଥା କହିଥିଲେ ଯେ ସମସ୍ତେ ହସିବାକୁ ଲାଗିଲେ। ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରି ଲାଲୁ ଯାଦବ କହିଛନ୍ତି, ରାହୁଲ ଗାନ୍ଧୀ ବହୁତ ଭଲ କାମ କରିଛନ୍ତି। ସାରା ଦେଶରେ ସେ ଭାରତ ଯୋଡ ଯାତ୍ରା କରି ଦେଶକ୍‌ୁ ଏକଜୁଟ କରିବାକୁ ଚେଷ୍ଟା କରିଛନ୍ତି। ତେବେ ଏମଧ୍ୟରେ ତାଙ୍କର ଦାଢି ମଧ୍ୟ ବଢିଯାଇଛି। ବର୍ତ୍ତମାନ ଟିକିଏ ଛୋଟ ଅଛି। ହେଲେ ସେ ମୋ ଠାରୁ ବିବାହ ସମ୍ବନ୍ଧରେ କୌଣସି ପରାମର୍ଶ ଗ୍ରହଣ କଲେ ନାହିଁ। ତାଙ୍କର ବର୍ତ୍ତମାନ କରିନେବା ଉଚିତ୍‌। ତାଙ୍କ ମାଆ ଆମକୁ ସବୁବେଳେ ଅଭିଯୋଗ କରନ୍ତି ଯେ, ରାହୁଲ ତାଙ୍କ କଥା ଶଣନ୍ତି ନାହିଁ। ସେ ବିବାହ କରିବାକୁ ନାରାଜ। କଥା ମାନନ୍ତୁ। ବିବାହ କରି ଦିଅନ୍ତୁ। ଏନେଇ ରାହୁଲ ମଧ୍ୟ ସମାନ ମଜାଳିଆ ଢଙ୍ଗରେ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ଆପଣ କହିଲେଣି ମାନେ ବିବାହ ନିଶ୍ଚୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?