ଅଗ୍ନିବୀରବାୟୁ ପରୀକ୍ଷା ଲାଗି ପଞ୍ଜୀକରଣ ଜାରି

ଭୁବନେଶ୍ବର, ୧୯ା୧୧(ବ୍ୟୁରୋ): ଅଗ୍ନିବୀରବାୟୁ ନିଯୁକ୍ତି ପାଇଁ ଅନ୍‌ଲାଇନ ପରୀକ୍ଷା ଆସନ୍ତା ୨୦୨୩ ଜାନୁଆରୀ ୧୮ରୁ ୨୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ନିମନ୍ତେ ଅନ୍‌ଲାଇନରେ ପଞ୍ଜୀକରଣକୁ ଅନିବାର୍ଯ୍ୟ କରାଯାଇଛି। ପ୍ରଥମ ଥର ପାଇଁ ଏହି ପରୀକ୍ଷାରେ ମହିଳା ପ୍ରାର୍ଥୀମାନେ ଭାଗ ନେଇପାରିବେ। ଏଥିଲାଗି ଅନ୍‌ଲାଇନରେ ନାମ ପଞ୍ଜୀକରଣ ନଭେମ୍ବର ୭ରୁ ଆରମ୍ଭ ହୋଇଛି। ଏଥିଲାଗି ଆସନ୍ତା ୨୩ ପର୍ଯ୍ୟନ୍ତ ଇଚ୍ଛୁକ ଓ ଯୋଗ୍ୟ ପ୍ରାର୍ଥୀମାନଙ୍କ ପାଇଁ ଖୋଲା ରହିବ। ୨୦୦୨ ଜୁନ୍‌ ୨୭ରୁ ୨୦୦୫ ଡିସେମ୍ବର ୨୭ ମଧ୍ୟରେ ଜନ୍ମିତ ପ୍ରାର୍ଥୀମାନେ ଏହି ରାଲିରେ ଅଂଶଗ୍ରହଣ କରିପାରିବେ। ଯୁକ୍ତ-୨ ବିଜ୍ଞାନରେ ଗଣିତ, ପଦାର୍ଥ ବିଜ୍ଞାନ ଓ ଇଂରାଜୀରେ ୫୦ ପ୍ରତିଶତ ନମ୍ବର ସହିତ ମୋଟ୍‌ ୫୦ ପ୍ରତିଶତ ନମ୍ବର ରଖିଥିବା ପ୍ରାର୍ଥୀ ରାଲିରେ ଭାଗ ନେବା ପାଇଁ ଯୋଗ୍ୟ ହେବେ। https/agnipathvayu.cdac.in ଓ୍ବେବସାଇଟ୍‌ରେ ଲଗଇନ୍‌ କରି ପ୍ରାର୍ଥୀମାନେ ପଞ୍ଜୀକରଣ କରିବା ସହ ଅଧିକ ସୂଚନା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?