ଯୁକ୍ତ ୩ ପ୍ରଥମବର୍ଷ ନାମଲେଖା ଆରମ୍ଭ: ଏହି ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ): ରାଜ୍ୟରେ ମଙ୍ଗଳବାର ଠାରୁ ଯୁକ୍ତ ୩ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ପାଇଁ ନାମ ଲେଖା ଆରମ୍ଭ ହୋଇଛି। ଏନେଇ ସୋମବାର କଟ୍‌ ଅଫ ମାର୍କ ପ୍ରକାଶିତ ସହ ଛାତ୍ରୀଛାତ୍ରଙ୍କ ତାଲିକା ପ୍ରକାଶିତ ହୋଇଛି। ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଧ୍ୟ ଯୁକ୍ତ ୩ ପ୍ରଥମ ବର୍ଷ କଳା, ବାଣିଜ୍ୟ ଓ ବିଜ୍ଞାନ ପାଇଁ ନାମ ଆରମ୍ଭ ହୋଇଛି। ଅଧକ୍ଷ ଡ. ଗଗନ ବିହାରୀ ପୁରୋହିତଙ୍କ ନେତୃତ୍ୱରେ ନାମ ଲେଖା ପ୍ରକ୍ରିୟା ଚାଲିଛି। ନାମ ଲେଖା କମିଟିରେ ପ୍ରଧ୍ୟାପକ ହର ପ୍ରସାଦ ଶତପଥି, ଅଧ୍ୟାପିକା ସ୍ମରଣିକା ପାଢ଼ୀ, ସସ୍ମିତା ଦାସ, ରୋଜାଲିନ ମହାରଣା,ସେଫାଲି ପଟ୍ଟନାୟକ, ପ୍ରଜ୍ଞା ପରମିତା ଦାସ, ମିନାକ୍ଷୀ ପ୍ରଧାନ, ଅଧ୍ୟାପକ ବିଜୟ ମଲ୍ଲିକ, ବୁଦ୍ଧେଶ୍ୱର ଗୋପାଳଗୋତ୍ର,ଅର୍ପଣ କୁମାର ପ୍ରଧାନ, ଡ. ସୀମାଞ୍ଚଳ ବେହେରା, ବୁଦ୍ଧିବନ୍ତ ବରିହା,ବିଦେଶୀ କୁମାର ରାଉତ, ଡ. ଦେବାଶିଷ ସ୍ବାଇଁ, ସତ୍ୟ ନାରାୟଣ ସାହୁ,ଡିଇଓ ଅଜିତ କୁମାର ସାହୁ, କର୍ମଚାରୀ କାଳୀ ପ୍ରସାଦ ତ୍ରିପାଠୀ, ସୁଚିତ୍ର ଜେନା, ତୋଫାନ ନାଇକ ପ୍ରମୁଖ ଅଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

ଭବାନୀପାଟଣା ଅଭିମୁଖେ ଯାଉଥିବାବେଳେ ଓଲଟି ପଡିଲା ପିକ୍‌ଅପ୍‌ ଭ୍ୟାନ; ଅଳ୍ପକେ ବର୍ତ୍ତିଲେ ଗାଡିଚାଳକ

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରକୁ ଜିଲା ସଦର ମହକୁମା ଭବାନୀପାଟଣା ସହ ସଂଯୋଗ କରୁଥିବା ମୁଖ୍ୟ ସଡ଼କରେ ମଙ୍ଗଳବାର ସକାଳେ…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

ଅଭିଯୋଗ ପରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ଘେରିରେ ବ୍ୟବହୃତ ବାଉଁଶ, ଜାଲ ଜବତ

ଗଞ୍ଜାମ, ୨୩।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଦାମୋଦରପୁର ନିକଟସ୍ଥ ଋଷିକୂଲ୍ୟା ନଦୀରେ ମାଫିଆମାନେ ବେଆଇନ ଭାବେ ଚିଙ୍ଗୁଡ଼ି ଘେରି ନିର୍ମାଣ କରିଥିଲେ। ମଙ୍ଗଳବାର ତହସିଲଦାର ସୁକାନ୍ତ…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri