କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ରେଜିଷ୍ଟ୍ରେସନ ଆରମ୍ଭ

ଭୁବନେଶ୍ୱର,୯।୮: ‘ମେଟଲ ମିଟ୍‌’ର ସପ୍ତମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ୍‌ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ ଦିନ ପ୍ରିଲିମ୍‌ ହେବାକୁ ଥିବାବେଳେ ଦ୍ୱିତୀୟ ଦିନ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। କୁଇଜିଂକୁ ପୁନର୍ଜୀବିତ କରିବା ପାଇଁ ୨୦୧୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି। ଚଳିତବର୍ଷ ସାରା ରାଜ୍ୟରୁ ୮୩ଟି ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରୁଛନ୍ତି। ଜୁନିୟର ଗ୍ରୁପ୍‌ରେ ୩୯ଟି ଟିମ୍‌ ଥିବାବେଳେ ସିନିୟର ଗ୍ରୁପ୍‌ରେ ୪୪ଟି ଟିମ୍‌ ରହିଛନ୍ତି। ଜୁନିୟର ଗ୍ରୁପ୍‌ରେ ପୁରୀ, କଟକ, ଭୁବନେଶ୍ୱର, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ ଅନୁଗୋଳ ଆଦି ଜିଲାର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗନେଉଥିବା ବେଳେ ସିନିୟର ଗ୍ରୁପ୍‌ରେ ଭୁବନେଶ୍ୱର, ରାୟଗଡ଼ା, ପୁରୀ, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର ସମେତ ଖଡଗପୁର, ରାୟପୁର, ଝାଡ଼ଖଣ୍ଡ ଆଦି ସ୍ଥାନର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ଏଥର ‘ମେଟଲ ମିଟ୍‌’ରେ ଛାତ୍ରୀଛାତ୍ରଙ୍କୁ ଅଜୟ ପୁନିଆଙ୍କ ପ୍ରଶ୍ନବାଣର ସାମ୍ନା କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri