ଶିକ୍ଷା ସହାୟକଙ୍କୁ ନିୟମିତ ଦାବିରେ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ, ୨୪।୩: ରାଜ୍ୟର ସମସ୍ତ ଯୋଗ୍ୟ ଶିକ୍ଷା ସହାୟକଙ୍କୁ ନିୟମିତ କରିବା ପାଇଁ ଜିଲା ଶିକ୍ଷାଧିକାରୀ, ପ୍ରକଳ୍ପ ସଂଯୋଜକ ଓ ଜିଲାପାଳମାନଙ୍କୁ ନିର୍ଦ୍ଦେଶକ ପ୍ରାଥମିକ ଶିକ୍ଷା ପ୍ରାଧିକରଣଙ୍କ ତରଫରୁ ନିର୍ଦ୍ଦେଶନାମାବଳୀ ଆସିଛି । ଏ ନେଇ ଜିଲା ଅଧିକାରୀ ଓ ପ୍ରକଳ୍ପ ସଯୋଜକଙ୍କୁ ବାରମ୍ବାର ଶିକ୍ଷା ସହାୟକମାନେ ଅନୁରୋଧ କଲାପରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ଡିପିସି ପାଳନ କରିବାକୁ ଦାବି କରାଯାଇଛି। ବର୍ଷ ୨୦୧୪ରେ ନିୟୋଜିତ ଶିକ୍ଷା ସହାୟକଙ୍କୁ ନିୟମିତ ନ କରିବା ପର୍ଯ୍ୟନ୍ତ ଧାରଣାରେ ବସି ରହିବେ ବୋଲି ଜଲା ଶିକ୍ଷା ସହାୟକ ସଂଘ ତରଫରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri