ଶିକ୍ଷା ସହାୟକଙ୍କୁ ନିୟମିତ ଦାବିରେ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ, ୨୪।୩: ରାଜ୍ୟର ସମସ୍ତ ଯୋଗ୍ୟ ଶିକ୍ଷା ସହାୟକଙ୍କୁ ନିୟମିତ କରିବା ପାଇଁ ଜିଲା ଶିକ୍ଷାଧିକାରୀ, ପ୍ରକଳ୍ପ ସଂଯୋଜକ ଓ ଜିଲାପାଳମାନଙ୍କୁ ନିର୍ଦ୍ଦେଶକ ପ୍ରାଥମିକ ଶିକ୍ଷା ପ୍ରାଧିକରଣଙ୍କ ତରଫରୁ ନିର୍ଦ୍ଦେଶନାମାବଳୀ ଆସିଛି । ଏ ନେଇ ଜିଲା ଅଧିକାରୀ ଓ ପ୍ରକଳ୍ପ ସଯୋଜକଙ୍କୁ ବାରମ୍ବାର ଶିକ୍ଷା ସହାୟକମାନେ ଅନୁରୋଧ କଲାପରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ଡିପିସି ପାଳନ କରିବାକୁ ଦାବି କରାଯାଇଛି। ବର୍ଷ ୨୦୧୪ରେ ନିୟୋଜିତ ଶିକ୍ଷା ସହାୟକଙ୍କୁ ନିୟମିତ ନ କରିବା ପର୍ଯ୍ୟନ୍ତ ଧାରଣାରେ ବସି ରହିବେ ବୋଲି ଜଲା ଶିକ୍ଷା ସହାୟକ ସଂଘ ତରଫରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri