ଲାଭଦାୟକ ଗ୍ରୀନ ଟି

ନିୟମିତ ଗ୍ରୀନ ଟି ପିଇବା ସ୍ୱାସ୍ଥ୍ୟପକ୍ଷେ ଲାଭଦାୟକ ବୋଲି କୁହାଯାଏ । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ କହିବା କଥା ହେଲା ନିୟମିତ ଗ୍ରୀନ ଟି ପଇଲେ ଏହା ମନ, ହୃଦୟ ଓ ସମ୍ପୂର୍ଣ୍ଣ ଶରୀର ଉପରେ ଭଲ ପ୍ରଭାବ ପକାଇଥାଏ । ଏହା ଆଣ୍ଟିଅକ୍ସିଡାଣ୍ଟରେ ଭରପୂର । ଏହାକୁ ନିୟମିତ ସେବନ କରିବା ଦ୍ୱାରା ଶରୀରର ଓଜନ କମ୍ ହୋଇଥାଏ ବୋଲି କେତେକ ଦାବି କରନ୍ତି । ତେଣୁ ଗ୍ରୀନ ଟି ଏବେ ବିଶ୍ୱରେ ଏକ ଭଲ ପାନୀୟ ଭାବେ ତା’ର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଏହା ବ୍ଲଡ ସୁଗାର କଣ୍ଟ୍ରୋଲ କରିବାରେ ମଧ୍ୟ ସାହାଯ୍ୟ କରିଥାଏ । ଏହା ପାଚନ ଏନଜାଇମରେ ବାଧା ସୃଷ୍ଟି କରିଥାଏ । ଯାହା ରକ୍ତ ପ୍ରବାହରେ ଶର୍କରା କ୍ଷରଣକୁ କମ୍ କରିଦେଇଥାଏ । ତେଣୁ ମଧୁମେହ ରୋଗୀଙ୍କ ପାଇଁ ଗ୍ରୀନ ଟି ଲାଭଦାୟକ । ଗ୍ରୀନ ଟି ପିଇବା ଦ୍ୱାରା ମାନସିକ ସ୍ତରରେ ମଧ୍ୟ କିଛିଟା ପରିବର୍ତ୍ତନ ଆସିଥାଏ । ଏଥିରେ ଥିବା ଲେଥିନେନ ମନ ପରିବର୍ତ୍ତନ କରିବାରେ ସାହାଯ୍ୟ କରିଥାଏ । ଗ୍ରୀନ ଟିରେ ଥିବା କିଛି ତତ୍ତ୍ୱ ମସ୍ତିସ୍କକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ । ୨୧ ପ୍ରକାର ଭିନ୍ନ ଭିନ୍ନ ଗବେଷଣାରୁ ଜଣାପଡିଛି କି ଗ୍ରୀନ ଟି ପିଇବା ଦ୍ୱାରା ସ୍ମୃତି ଶକ୍ତି ବୃଦ୍ଧି ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri