ରେଖା ମେନନ ପ୍ରଥମ ମହିଳା ନାସ୍‌କମ୍‌ ମୁଖ୍ୟ

ବେଙ୍ଗାଲୁରୁ,୨୫।୪:ଆସେନଞ୍ଚର ଇଣ୍ଡିଆର ଚେୟାରପର୍ସନ ରେଖା ମେନନ ଆଇଟି ଶିଳ୍ପ ସଂଘ ନାସ୍‌କମ୍‌ର ପ୍ରଥମ ମହିଳା ମୁଖ୍ୟ ଭାବେ ଅବସ୍ଥାପିତ ହୋଇଛନ୍ତି। ତାଙ୍କ ପୂର୍ବରୁ ଏହି ପଦବୀରେ ଇନ୍‌ଫୋସିସ୍‌ ସିଓଓ ପ୍ରଭୀନ ରାଓ ଅବସ୍ଥାପିତ ଥିଲେ। ୨୦୨୧-୨୨ ଅବଧି ଲାଗି ମେନନ ଏହି ପଦବୀରେ ରହିବେ। ସେହିଭଳି ଭାଇସ ଚେୟାରପର୍ସନ ଭାବେ ଟିସିଏସ୍‌ର ଟେକ୍ନୋଲୋଜି ସର୍ଭିସ ମୁଖ୍ୟ କ୍ରିଷ୍ଣନ ରାମାନୁଜମଙ୍କୁ ନିଯୁକ୍ତ କରାଯାଇଛି। ସଂଘର ନୂଆ କାର୍ଯ୍ୟକାରିଣୀ ସଦସ୍ୟ ନିଯୁକ୍ତ କରାଯାଇଥିବା ବେଳେ ଏହାର ୪୦% ସ୍ଥାନରେ ମହିଳା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ମୋବାଇଲ ୟୁଜର୍ସଙ୍କୁ ଝଟ୍‌କା, ୨୦୨୬ରେ ଆହୁରି ବଢିଯିବ ରିଚାର୍ଜ ପ୍ଲାନ, ଜିଓ-ଏୟାରଟେଲ ୟୁଜରଙ୍କୁ ଦେବାକୁ ପଡିବ…

ନୂଆଦିଲ୍‌ଲୀ,୧୧।୧୨: ମୋବାଇଲ ଉପଭୋକ୍ତାମାନେ ପୁଣି ଥରେ ମୁଦ୍ରାସ୍ଫୀତିର ଶିକାର ହେଉଛନ୍ତି। ସମ୍ପ୍ରତି, ଜିଓ ବ୍ୟତୀତ ସମସ୍ତ କମ୍ପାନୀ ସେମାନଙ୍କର ଯୋଜନା ବୃଦ୍ଧି କରିଛନ୍ତି, ଏବଂ ଏବେ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri