ମୋଟି ବୋଲି ଫିଲ୍ମନିର୍ମାତାଙ୍କ କଟୁ କଥା ଶୁଣୁଥିଲେ ରେଖା: ଓଜନ କମାଇବା ପାଇଁ ବାଛିଥିଲେ ଭୁଲ ବାଟ; ହେଲେ..

ବମ୍ବେ: ଆଜି ବି ଏଭରଗ୍ରୀନ ରେଖାଙ୍କ ଲକ୍ଷ ଲକ୍ଷ ପ୍ରଶଂସକ। ସୁନ୍ଦରତାଠାରୁ ଆରମ୍ଭ କରି ନିଜ ଅଭିନୟରେ ସମସ୍ତଙ୍କୁ ବାନ୍ଧି ପାରନ୍ତି। ଖାସ୍‌ ଏଥିପାଇଁ ପ୍ରଶଂସକମାନେ ହୃଦୟ ଦେଇ ବସନ୍ତି ଏହି ଅଭିନେତ୍ରୀଙ୍କୁ। ତେବେ ସଫଳତାର ଶୀର୍ଷରେ ପହଞ୍ଚିଥିବା ରେଖାଙ୍କ ପ୍ରାରମ୍ଭିକ ଜୀବନ ସେତେଟା ସହଜ ନ ଥିଲା।

ବଲିଉଡରେ ପାଦ ରଖିବା ପରେ ରେଖାଙ୍କୁ ବହୁତ ସଂଘର୍ଷ କରିବାକୁ ପଡ଼ିଥିଲା। କାରଣ ସେତେବେଳେ ସେ ଦେଖିବାକୁ ମୋଟି ଥିଲେ। ଫଳରେ ଫିଲ୍ମ ମିଳିବା କଷ୍ଟକର ହେଉଥିଲା। ଅନେକ ଥର ନିରାଶ ହେବା ପରେ ସେ ନିଜ ଶରୀର ଗଠନ ଉପରେ କାମ କରିଥିଲେ। ଏପରିକି ଭୁଲ୍‌ ଡାଏଟ୍‌ ଜୀବନଶୈଳୀରେ ସାମିଲ କରିଥିଲେ। କାରଣ ମାସ ମାସ ଧରି କେବଳ ଗୁଜରାତି ପକାଯାଇଥିବା କ୍ଷୀର ଏବଂ ପପ୍‌କର୍ନ ଖାଉଥିଲେ। ହେଲେ ପରେ ସେ ଜଙ୍କଫୁଡ଼୍‌ ଏବଂ ଚକ୍‌ଲେଟ୍‌ ଖାଇବା ସେ ଛାଡ଼ିଥିଲେ। ୧୯୭୮ରେ ତାଙ୍କର ଫିଲ୍ମ ରିଲିଜ ପରେ ସେ ପତଳା ହୋଇଥିବା ଲୋକେ ଜାଣିବାକୁ ପାଇଥିଲେ। ସମସ୍ତେ ତାଙ୍କର ପ୍ରଶଂସା କରିଥିଲେ।

୧୯୫୮ରେ ତେଲୁଗୁ ଫିଲ୍ମ ଇନ୍‌ଟି ଗୁଟ୍ଟୁରୁ ଶିଶୁ କଳାକାର ଭାବେ ଅଭିନୟ ଆରମ୍ଭ କରିଥିଲେ ରେଖା। ୧୯୭୦ରେ ସେ ନିଜର ଡେବ୍ୟୁ କରିଥିଲେ। ରେଖା ୧୮ରୁ ଅଧିକ ଫିଲ୍ମରେ କାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri