‘ରାଇଜିଂ ଷ୍ଟାର-୩’ ମଞ୍ଚରେ ପୁଣି ଆସିବେ ସଲମାନ,ଗୀତଗାଇବେ ରେଖା

ମୁମ୍ବାଇ: ଟେଲିଭିଜନ ପରଦାରେ ରୂପେଲି ପରଦାର ନାୟକ ନାୟିକାଙ୍କୁ ଦେଖିଲେ ଦର୍ଶକେ ଅଧିକ ଖୁସି ହୁଅନ୍ତି। ତେବେ ଏଥର ଛୋଟ ପରଦାର ରିୟଲିଟି ଶୋ’ ‘ରାଇଜିଂ ଷ୍ଟାର-୩’ ମଞ୍ଚରେ ଏକାଠି ନଜର ଆସିବେ ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଓ ବଲିଉଡ୍‌ ଅରିଜନାଲ୍‌ ଦିଭା ଭାନୁରେଖା ଗଣେଶନ୍‌(ରେଖା)। ଶଙ୍କର ମହାଦେବନ, ଦିଲଜିତ ଦୋସାଂଝ ଓ ନୀତି ମୋହନଙ୍କ ଭଳି ଓସ୍ତାଦଙ୍କ ସହ ଏମାନଙ୍କୁ ଦେଖିବାକୁ ମିଳିବ। ଏଥିପାଇଁ ସ୍ବତନ୍ତ୍ର ପ୍ରସ୍ତୁତି ଚାଲିଥିବା ଜଣାପଡିଛି। ତେବେ ରେଖା ଏହି ରିୟଲିଟି ଶୋ’ରେ ଗୀତ ଗାଇବେ ବୋଲି ଶୁଣିବାକୁ ମିଳିଛି। ନୀତି ମୋହନଙ୍କ ସହ ରେଖା ଗୀତ ଗାଇବେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଆଉ ଏହି ବିଶେଷ ଏପିସୋଡର ନାଁ ରଖାଯାଇଛି, ‘ଗୁମ୍‌ ହୈ କିସିକେ ପ୍ୟାର ମେ ଦିଲ ସୁବହ ଶାମ’।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?