ରେଖାଙ୍କୁ କାଳି, ମୋଟି କହିଥିଲେ ଏହି ଲୋକପ୍ରିୟ ଅଭିନେତା, ଆଉ ତା’ ପରେ…

ଏଭରଗ୍ରୀନ ଅଭିନେତ୍ରୀ ରେଖାଙ୍କୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ସ୍ଥାନଟିଏ ପାଇଁ କଠିନ ପରିଶ୍ରମ ସହ ଅନେକ ସମାଲୋଚନାର ସମ୍ମୁଖୀନ ହେବାକୁ ପଡିଥିଲା। ୧୪ ବର୍ଷ ବୟସରୁ, ରେଖା ଚଳଚ୍ଚିତ୍ର ଜଗତରେ ପ୍ରବେଶ କରିଥିଲେ। ସେହି ସମୟରେ ସେ କଳା ଥିଲେ ଏବଂ ତାଙ୍କର ଓଜନ ମଧ୍ୟ ବଢ଼ି ଯାଇଥିଲା। ଯେଉଁଥିପାଇଁ କୌଣସି ନିର୍ଦ୍ଦେଶକ ତାଙ୍କୁ ତାଙ୍କ ଫିଲ୍ମରେ ନେବାକୁ ଚାହୁଁନଥିଲେ। କିନ୍ତୁ ନିର୍ଦ୍ଦେଶକ ମୋହନ ସେହଗଲ ତାଙ୍କୁ ତାଙ୍କ ଫିଲ୍ମରେ ଅଭିନେତ୍ରୀ ପାଇଁ ସୁଯୋଗ ଦେଇଥିଲେ। ରେଖା ଫିଲ୍ମ ପ୍ରିମିୟର୍ରେ ଶଶି କପୁର ତାଙ୍କ ସ୍ତ୍ରୀ ଜେନିଫରଙ୍କ ସହ ପହଞ୍ଚିଥିଲେ। ଯେତେବେଳେ ଶଶି କପୁର ରେଖାଙ୍କୁ ଦେଖିଲେ, ସେତେବେଳେ ତାଙ୍କ ପାଟିରୁ ବାହାରି ଆସିଲା, ‘ଏହି ମୋଟି, କାଳି ଏବଂ ଫ୍ଲଫି ଅଭିନେତ୍ରୀ କିପରି ଇଣ୍ଡଷ୍ଟ୍ରିରେ ନିଜର ପରିଚୟ ସୃଷ୍ଟି କରିବ?’ ଶଶି କପୁର ମୋହନ ସେହଗଲଙ୍କୁ ଏହା କହିଥିଲେ। କିନ୍ତୁ ଜେନିଫର ଅନୁଭବ କରିଥିଲେ ଯେ ରେଖା ଏହା ଶୁଣିଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଜେନିଫର କହିଥିଲେ ଏହି ଝିଅ ଆଗାମୀ ସମୟରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ରାଜ କରିବ। ପରେ ତାଙ୍କ କଥା ସତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri