ପାକିସ୍ତାନ ସହ ସମ୍ପର୍କ ନୂଆ ଶିଖରକୁ ଯିବ: ଚାଇନା…

ବେଜିଂ,୧।୮ : ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗ କହିଛନ୍ତି ଚାଇନା ତାର ସର୍ବକାଳୀନ ସହଯୋଗୀ ପାକିସ୍ତାନ ସହ ସମ୍ପର୍କକୁ ଏକ ନୂତନ ଶିକରକୁ ନେଇ ରଣନୀତିକ ସମ୍ପର୍କ ସ୍ଥାପନ କରିବ। ଆଞ୍ଚଳିକ ସଂଯୋଗ ପାଇଁ ଦକ୍ଷିଣ ଏସୀୟ ଦେଶରେ ସିପିଇସି ଭିତ୍ତିଭୂମି ପ୍ରକଳ୍ପର ଦଶମ ବାର୍ଷିକୀ ପାଳନ ଅବସରରେ ସେ ଏଭଳି କହିଛନ୍ତି।

ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ର ଏକ ଦଶନ୍ଧି ପୂରଣ ଅବସରରେ ଇସଲାମାବାଦରେ ଏକ ଉତ୍ସବ ପାଳନ କରାଯାଇଥିଲା। ଜିନପିଙ୍ଗ ତାଙ୍କ ଅଭିନନ୍ଦନ ବାର୍ତ୍ତାରେ କହିଛନ୍ତି ୬୦ ବିଲିୟନ ଡଲାରର ଏହି ଭିତ୍ତିଭୂମି କାର୍ଯ୍ୟକ୍ରମ ବେଲ୍ଟ ଆଣ୍ଡ ରୋଡ ଇନିସିଏଟିଭ (ବିଆରଆଇ)ର ଏକ ଗୁରୁତ୍ୱପୂର୍ଣ୍ଣ ଫ୍ଲାଗସିପ ପ୍ରକଳ୍ପ ଅଟେ। ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଦେଇ ଯାଉଥିବା ବାଲୁଚିସ୍ତାନର ଗ୍ବାଦର ବନ୍ଦରକୁ ଚାଇନାର ଜିନଝିଆଙ୍ଗ ପ୍ରଦେଶ ସହିତ ସଂଯୋଗ କରୁଥିବା ସିପିଇସିକୁ ଭାରତ ବିରୋଧ କରୁଛି।

ଏହି କାର୍ଯ୍ୟକ୍ରମରେ ପାକିସ୍ତାନ ତିନି ଦିନିଆ ଗସ୍ତରେ ଥିବା ଚାଇନାର ଭାଇସ ପ୍ରିମିୟର ହେ ଲିଫେଙ୍ଗ ଯୋଗ ଦେଇଥିଲେ। ୨୦୧୩ ରେ ଏହାର ଶୁଭାରମ୍ଭ ପରଠାରୁ ଚାଇନା ଏବଂ ପାକିସ୍ଥାନ ବ୍ୟାପକ ପରାମର୍ଶ, ମିଳିତ ଅବଦାନ ଏବଂ ସହଭାଗୀ ଲାଭ ନୀତିରେ ସିପିଇସି ଜାରି ରଖିଛନ୍ତି। ପାକିସ୍ତାନର ଅଥନୈତିକ ତଥା ସାମାଜିକ ବିକାଶ ପାଇଁ ସିପିଇସି ନୂତନ ଗତି ଦେଇଛି ଏବଂ ଆଞ୍ଚଳିକ ସଂଯୋଗ ଏବଂ ଏକୀକରଣ ପାଇଁ ଏକ ଭଲ ଭିତ୍ତିପ୍ରସ୍ତର ସ୍ଥାପନ କରିଛି ବୋଲି ଜିନପିଙ୍ଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri