Posted inଖେଳ

ରିଲେସନଶିପକୁ ନେଇ ଯୁବବର୍ଗଙ୍କୁ ଉପଦେଶ ଦେଲେ ଧୋନୀ

ନୂଆଦିଲ୍ଲୀ,୨୭।୧୦: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଯାଦୁ ପ୍ରଶଂସକଙ୍କୁ ଆକର୍ଷିତ କରିଥାଏ। ମହେନ୍ଦ୍ର ସିଂ ଧୋନି ଅନ ଦ ଫିଲ୍ଡ ଓ ଅଫ ଦ ଫିଲ୍ଡ ପ୍ରଶଂସକଙ୍କ ମଧ୍ୟରେ ବହୁତ ଲୋକପ୍ରିୟ। ଧୋନି ବିଶ୍ୱର ସବୁଠାରୁ ପପୁଲାର କ୍ରିକେଟରଙ୍କ ମଧ୍ୟରୁ ଜଣେ। ତେବେ ସୋସିଆଲ ମିଡିଆରେ ମହେନ୍ଦ୍ର ସିଂ ଧୋନିଙ୍କ ଏକ ଭିଡିଓ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ସେ ଯୁବବର୍ଗଙ୍କୁ ରିଲେସନଶିପ ବିଷୟରେ ଉପଦେଶ ଦେଉଥିବାର ନଜର ଆସିଛନ୍ତି।

ସୂଚନାଯୋଗ୍ୟ, ମହେନ୍ଦ୍ର ସିଂ ଧୋନି ଏକ କାର୍ଯ୍ୟକ୍ରମରେ ଜନତାଙ୍କ ପ୍ରଶ୍ନର ଉତ୍ତର ଦେଉଥିବା ବେଳେ ପ୍ରଶଂସକମାନେ ପୂର୍ବତନ ଭାରତୀୟ ଅଧିନାୟକଙ୍କ ସହ ରିଲେସନଶିପ ଉପରେ ପ୍ରଶ୍ନ କରିଥିଲେ। ଏହି ପ୍ରଶ୍ନର ଉତ୍ତରରେ ସେ ଏକ ମଜାଳିଆ ଉତ୍ତର ଦେଇଛନ୍ତି। କୁଲ କ୍ୟାପଟେନ କହିଛନ୍ତି, କାହାକୁ ଖୋଜ … ଯଦି ତୁମେ ସେମାନଙ୍କ ସହ ପ୍ରକୃତରେ ଖୁସି ତେବେ ଦୟାକରି ବିବାହ କର। ସେ କହିଛନ୍ତି ଯେ ଗର୍ଲଫ୍ରେଣ୍ଡମାନଙ୍କ ସହିତ ବ୍ୟାଚେଲର୍ସମାନଙ୍କ ବିଷୟରେ ଏକ ଭୁଲ ଧାରଣା ଅଛି, ଯାହା ମୁଁ ଏହି ଉତ୍ତର ଶେଷ କରି ସ୍ପଷ୍ଟ କରିବାକୁ ଚାହୁଁଛି, ମୋର ଭିନ୍ନ ବୋଲି ଭାବନ୍ତୁ ନାହିଁ।
ଏବେ ଧୋନୀଙ୍କ ଏହି ଭଡିଓ ସୋସିଆଲ ମଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ନେଇ ପ୍ରଶଂସକମାନେ ଭିନ୍ନ ଭିନ୍ନ ପ୍ରକାର କମେଣ୍ଟସ ବି ଦେଉଛନ୍ତି। ଏହି ସମୟରେ ଜଣେ ପ୍ରଶ୍ନ କରିଥିଲେ କି ଆପଣ କ୍ରିକେଟରୁ ସନ୍ୟାସ ନେଇଛନ୍ତି। ହେଲେ ତୁରନ୍ତ ତାଙ୍କୁ ଅଟକାଇ ଧୋନୀ କହିଥିଲେ କି ମୁଁ ଅନ୍ତର୍ଜାତୀୟ କ୍ରିକେଟରୁ ବିଦାୟ ନେଇଛି। ଏଥିରୁ ସେ ଇଙ୍ଗିତ କଲେ କି ସେ ୨୦୨୪ଆଇପିଏଲରେ ଖେଳିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri