ପୁଣି ଘୁଞ୍ଚିଲା ରିଲିଜ୍‌ ଡେଟ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅମିର ଖାନ ଏବଂ ଅଭିନେତ୍ରୀ କରୀନା କପୁରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ’ଲାଲ ସିଂହ ଚଢା’ର ରିଲିଜ ଡେଟ୍‌ ପୁଣି ଘୁଞ୍ଚିଲା । ତେବେ ଏହି ଫିଲ୍ମକୁ ନେଇ ଅମିର ଖାନ ଏବଂ କରୀନା କପୁର ବେଶ୍‌ ଚର୍ଚ୍ଚାରେ ଥିଲେ। ଉଭୟଙ୍କ ଫ୍ୟାନ୍ସ ମଧ୍ୟ ଅନେକ ଦିନରୁ ଏହି ଫିଲ୍ମକୁ ବେଶ୍‌ ଉତ୍ସାହିତ ସହ ଅପେକ୍ଷା କରି ରହିଛନ୍ତି ।

ଫିଲ୍ମଟି ୧୧ ଫେବୃୟାରୀ ୨୦୨୨ରେ ରିଲିଜ୍‌ ହେବାକୁ ଥିଲା ତେବେ ଏହା ଆସନ୍ତା ବର୍ଷ ଇଦ ଅବସରରେ ରିଲିଜ୍‌ କରାଯାଇପାରେ ବୋଲି କୁହାଯାଉଛି। ଏହାକୁ ନେଇ କୌଣସି ଅଫିସିଆଲ ଘୋଷଣା କରାଯାଇ ନାହିଁ । ଏହାର ରିଲିଜ୍‌ ଡେଟକୁ କାହିଁକି ଘୁଞ୍ଚା ଯାଇଛି ତାର କାରଣ ମଧ୍ୟ କିଛି ସ୍ପଷ୍ଟ ହୋଇ ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri