ମୁକୁଳିଲେ ୩୦୦ ଯୁଦ୍ଧବନ୍ଦୀ

କିଭ୍‌/ମସ୍କୋ, ୨୩ା୯: ୟୁକ୍ରେନ୍‌ରେ ବଡ଼ ଧରଣର ଆକ୍ରମଣ ପାଇଁ ରୁଷିଆ ରଣନୀତି ପ୍ରସ୍ତୁତ କରୁଥିବାବେଳେ ଉଭୟ ଦେଶ ଅପ୍ରତ୍ୟାଶିତ ଭାବେ ଦୁଇପଟୁ ୩୦୦ ଯୁଦ୍ଧ ବନ୍ଦୀଙ୍କୁ ମୁକୁଳାଇଛନ୍ତି। ଫେବୃୟାରୀ ୨୪ରେ ମସ୍କୋର କିଭ ଆକ୍ରମଣ ପରଠାରୁ ଏହା ବଡ଼ଧରଣର ଅଦଳବଦଳ। ସେମାନଙ୍କ ମଧ୍ୟରେ ବ୍ରିଟେନ, ଆମେରିକା, ମରକ୍କୋର ବନ୍ଦୀ ମଧ୍ୟ ରହିଛନ୍ତି, ଯେଉଁମାନଙ୍କୁ ୟୁକ୍ରେନରୁ ଗିରଫ କରିବା ପରେ ରୁଷିଆରେ ମୃତ୍ୟୁ ଦଣ୍ଡାଦେଶ ମିଳିଥିଲା। ରୁଷିଆରୁ ମୁକୁଳିଥିବା ବନ୍ଦୀଙ୍କ ମଧ୍ୟରୁ ୨୧୫ ୟୁକ୍ରେନୀୟ ରହିଛନ୍ତି। ସେହିପରି ୟୁକ୍ରେନ୍‌ ୫୫ ଜଣଙ୍କୁ ରୁଷିଆକୁ ପଠାଇଛି। ତୁର୍କୀ ଏବଂ ସାଉଦି ଆରବ ସହଯୋଗରେ ଏହି ଅଦଳବଦଳ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

‘ଜେଣ୍ଟଲ ମ୍ୟାନ’ ଲୁକରେ ବୈଭବ ସୂର୍ଯ୍ୟବଂଶୀ, ଯୁବରାଜ ସିଂହଙ୍କୁ ଭେଟିବା ସହ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୧୩।୭: ୧୫ ବର୍ଷୀୟ ଭାରତୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ରବିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜ ଶେଷ ହେବା ପରେ,…

ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ…

ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ…

FIFA World Cup 2026ରେ ନୂଆ ବିବାଦ, ଟ୍ରମ୍ପଙ୍କ ଫୋନ ପରେ ଅଧ୍ୟକ୍ଷ ଜଣେ ଆମେରିକୀୟ ଖେଳାଳିଙ୍କ ଦଣ୍ଡକୁ ‘ଚୁପଚାପ’ ପରିବର୍ତ୍ତନ କଲେ!

ଓ୍ବାଶିଂଟନ,୧୩।୭: ଫିଫା ବିଶ୍ୱକପ 2026 କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ଲାଲ କାର୍ଡ ପାଇବା ପରେ ଆମେରିକୀୟ ଷ୍ଟ୍ରାଇକର ଫୋଲାରିନ ବାଲୋଗୁନଙ୍କୁ ଗୋଟିଏ ମ୍ୟାଚ…

ବାପା ଛେଉଣ୍ଡ ଝିଅ ବିବାହ ପାଇଁ ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୧୩।୭,(ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଯୁବ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅବହେଳିତ ନିପ୍ପେଷିତ ଗରିବ ଜନସାଧାରଣଙ୍କୁ କିଛି ନା କିଛି ଆର୍ଥିକ ସହାୟତା ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri