ସୁଲଭ ମୂଲ୍ୟରେ ଭରସାଯୋଗ୍ୟ ୱାଇ-ଫାଇ ସେବା

ଭୁବନେଶ୍ୱର,୩୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ କମ୍ପାନୀ ଭାରତୀ ଏୟାରଟେଲ୍‌ (ଏୟାରଟେଲ୍‌)ର ସେବା ସମ୍ପ୍ରସାରଣ ସହ ଓଡ଼ିଶାର ସମସ୍ତ ୩୦ଟି ଜିଲାରେ ବ୍ରାଣ୍ଡ୍‌ର ହୋମ୍‌ ୱାଇ-ଫାଇ ସେବାକୁ ବିସ୍ତାର କରିଛି। ଏପରିକି ଏହି ସମ୍ପ୍ରସାରଣ ଦ୍ୱାରା ରାଜ୍ୟରେ ଅତିରିକ୍ତ ୧ନିୟୁତ ନୂଆ ପରିବାର ସାମିଲ ହୋଇପାରିବେ ବୋଲି କମ୍ପାନୀ ପକ୍ଷରୁ ଆକଳନ କରାଯାଇଛି। ସେହିଭଳି ଏୟାରଟେଲ ୱାଇ-ଫାଇ ଜରିଆରେ ଗ୍ରାହକ କେବଳ ହାଇସ୍ପିଡ୍‌ ବା ଭରସାଯୋଗ୍ୟ ୱେୟାରଲେସ୍‌ ଇଣ୍ଟରନେଟ୍‌ ସେବା ନୁହେଁ ବରଂ ଅସୀମିତ ଷ୍ଟ୍ରିମିଂ, ୨୨ରୁ ଅଧିକ ଓଟିଟିଏସ୍‌ ସେବା ଏବଂ ୩୫୦ରୁ ଉର୍ଦ୍ଧ୍ୱ ଟିଭି ଚ୍ୟାନେଲ ସମେତ ଅନ୍ୟାନ୍ୟ ସୁବିଧା ମଧ୍ୟ ପାଇପାରିବେ। ଏପରିକି ଗ୍ରାହକମାନେ ଏୟାରଟେଲ ଥ୍ୟାଙ୍କସ୍‌ ଆପ୍‌ ବ୍ୟବହାର କରି ଅର୍ଡର ଦେବା କିମ୍ବା ୮୧୩୦୧୮୧୩୦୧କୁ କଲ୍‌ କରି ଏୟାରଟେଲ୍‌ ୱାଇ-ଫାଇ ବୁକ୍‌ କରିପାରିବେ।
ଏ ସମ୍ପର୍କରେ ଭାରତୀ ଏୟାରଟେଲର ଓଡ଼ିଶା ସିଓଓ ବାଲାଜୀ ଆର୍‌ ସିଂହ କହିଛନ୍ତି, ବ୍ରାଣ୍ଡ୍‌ର ୱାଇ-ଫାଇ ସେବା ବର୍ତ୍ତମାନ ଓଡ଼ିଶାର କୋଣ ଅନୁକୋଣରେ ପହଞ୍ଚତ୍ଛି। ଏପରିକି ଏୟାରଟେଲ୍‌ ୱାଇ-ଫାଇ ଜରିଆରେ ଗ୍ରାହକମାନେ ସୁଲଭ ମୂଲ୍ୟରେ ଭରସାଯୋଗ୍ୟ ହାଇସ୍ପିଡ୍‌ ଓୟାରଲେସ୍‌ ୱାଇ-ଫାଇ ସେବା ସମେତ ଅନେକ ମନୋରଞ୍ଜନର ବିକଳ୍ପ ମାସକୁ ପ୍ରାୟ ୬୯୯ ଟଙ୍କାରୁ ଆରମ୍ଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri