ଚାକରଙ୍କ ପିଲା ପଢ଼ୁଛନ୍ତି ଆମେରିକାରେ: ଜାଣନ୍ତୁ ମୁକେଶ ଅମ୍ବାନୀ କେତେ ଦରମା ଦିଅନ୍ତି କର୍ମଚାରୀଙ୍କୁ

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଉଛନ୍ତି ମୁକେଶ ଅମ୍ବାନୀ। ତାଙ୍କ ପରିବାର ବିଷୟରେ ପ୍ରତିଟି କଥା ଜାଣିବା ପାଇଁ ଲୋକେ ଚାହିଁଥାନ୍ତି। ତେଣୁ ଏହି ପରିବାରର ଜୀନଶୈଳୀକୁ ନେଇ ସବୁବେଳେ ଚର୍ଚ୍ଚା ଲାଗିରହିଥାଏ। ମୁକେଶ ଅମ୍ବାନୀଙ୍କ ଘର ଆଣ୍ଟିଲିଆ ହେଉଛି ସବୁଠାରୁ ଦାମୀ ଘର ମଧ୍ୟରୁ ଅନ୍ୟତମ। ଆଣ୍ଟିଲିଆରେ ପ୍ରାୟ ୬୦୦ କର୍ମଚାରୀ ରହିଛନ୍ତି। ମୁକେଶ ଏବଂ ସ୍ତ୍ରୀ ନୀତା ସେମାନଙ୍କ କର୍ମଚାରୀଙ୍କୁ ପରିବାରର ସଦସ୍ୟ ବୋଲି ଭାବିଥାନ୍ତି। ତେବେ ଶୁଣିଲେ ଆଶ୍ଚର୍ଯ୍ୟ ହେବେ ଯେ, ମୁକେଶଙ୍କ ଘରେ କାମ କରୁଥିବା କର୍ମଚାରୀଙ୍କ ୨ ଜଣ ପିଲା ଆମେରିକାରେ ରହି ପାଠ ପଢ଼ୁଛନ୍ତି। ଏକ ରିପୋର୍ଟ ଅନୁସାରେ, ଆଣ୍ଟିଲିଆରେ କାମ କରୁଥିବା ସମସ୍ତ କର୍ମଚାରୀଙ୍କ ଦରମା ୨ ଲକ୍ଷରୁ ଊର୍ଦ୍ଧ୍ୱ। ତାଙ୍କ ଘରର ରେଷେୟାଙ୍କ ଦରମା ମଧ୍ୟ ୨ ଲକ୍ଷରୁ ଅଧିକ। କର୍ମଚାରୀଙ୍କ ଦରମାରେ ଶିକ୍ଷା ଭତ୍ତା ଏବଂ ଜୀବନ ବୀମା ମଧ୍ୟ ରହିଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri