ରିଲାଏନ୍ସର ଡିଜିଟାଲ ଇଣ୍ଡିଆ ସେଲ୍‌

ନୂଆଦିଲ୍ଲୀ,୧୭।୮: ରିଲାଏନ୍ସ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ତଥା ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ବିକ୍ରୟ କାର୍ଯ୍ୟକ୍ରମ ‘ଡିଜିଟାଲ ଇଣ୍ଡିଆ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି କାର୍ଯ୍ୟକ୍ରମ ସର୍ବଭାରତୀୟ ସ୍ତରରେ ଆରମ୍ଭ ହୋଇଛି। ଉକ୍ତ ସେଲ୍‌ ୨୦୨୪ ଅଗଷ୍ଟ ୧୮ ପର୍ଯ୍ୟନ୍ତ କମ୍ପାନୀର ମାଇଁ ଜିଓ ଷ୍ଟୋର, ରିଲାଏନ୍ସ ଡିଜିଟାଲ ଏବଂ ସପର୍ସରେ ମଧ୍ୟ ଉପଲବ୍ଧ ରହିଛି। ଏହି ସେଲ୍‌ ଜରିଆରେ ଗ୍ରାହକ ସମସ୍ତ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଉପରେ ୨୫% ରିହାତି ସାଙ୍ଗକୁ ସହଜ ଇଏମ୍‌ଆଇ ସୁବିଧା ମଧ୍ୟ ପାଇପାରିବେ। ଅପରପକ୍ଷରେ ୫୫ ଇଞ୍ଚିଆ ୟୁଏଚ୍‌ଡି ଟିଭିର ପ୍ରାରମ୍ଭିକ ମୂଲ୍ୟ ୨୯,୯୯୦ ଟଙ୍କା ରହିଥିଲାବେଳେ ଆଇଫୋନ, ଟିଭି, ଏସି, କୁଲର, ଲାପ୍‌ଟପ୍‌, ରେଫ୍ରିଜରେଟର, ଓ୍ବାଶଂମେଶିନ ଏବଂ ମୋବାଇଲ ଫୋନ୍‌ଗୁଡିକ ଉପରେ ଆକର୍ଷଣୀୟ ରିହାତି ମୂଲ୍ୟ ପ୍ରଦାନ କରାଯାଉଛି। ଉଲ୍ଲେଖଯୋଗ୍ୟ, ରିଲାଏନ୍ସ ଡିଜିଟାଲ ୮୦୦ରୁ ଅଧିକ ସହର ଏବଂ ୬୨୦ରୁ ଅଧିକ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ସହ ୧୮୦୦ରୁ ଅଧିକ ମାଇଁ ଜିଓ ଷ୍ଟୋରରେ ୫୦୦୦ରୁ ଅଧିକ ବ୍ରାଣ୍ଡ୍‌ର ସାମଗ୍ରୀ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri