ରିଲାଏନ୍ସର ଡିଜିଟାଲ ଇଣ୍ଡିଆ ସେଲ୍‌

ନୂଆଦିଲ୍ଲୀ,୧୭।୮: ରିଲାଏନ୍ସ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ତଥା ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ବିକ୍ରୟ କାର୍ଯ୍ୟକ୍ରମ ‘ଡିଜିଟାଲ ଇଣ୍ଡିଆ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି କାର୍ଯ୍ୟକ୍ରମ ସର୍ବଭାରତୀୟ ସ୍ତରରେ ଆରମ୍ଭ ହୋଇଛି। ଉକ୍ତ ସେଲ୍‌ ୨୦୨୪ ଅଗଷ୍ଟ ୧୮ ପର୍ଯ୍ୟନ୍ତ କମ୍ପାନୀର ମାଇଁ ଜିଓ ଷ୍ଟୋର, ରିଲାଏନ୍ସ ଡିଜିଟାଲ ଏବଂ ସପର୍ସରେ ମଧ୍ୟ ଉପଲବ୍ଧ ରହିଛି। ଏହି ସେଲ୍‌ ଜରିଆରେ ଗ୍ରାହକ ସମସ୍ତ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଉପରେ ୨୫% ରିହାତି ସାଙ୍ଗକୁ ସହଜ ଇଏମ୍‌ଆଇ ସୁବିଧା ମଧ୍ୟ ପାଇପାରିବେ। ଅପରପକ୍ଷରେ ୫୫ ଇଞ୍ଚିଆ ୟୁଏଚ୍‌ଡି ଟିଭିର ପ୍ରାରମ୍ଭିକ ମୂଲ୍ୟ ୨୯,୯୯୦ ଟଙ୍କା ରହିଥିଲାବେଳେ ଆଇଫୋନ, ଟିଭି, ଏସି, କୁଲର, ଲାପ୍‌ଟପ୍‌, ରେଫ୍ରିଜରେଟର, ଓ୍ବାଶଂମେଶିନ ଏବଂ ମୋବାଇଲ ଫୋନ୍‌ଗୁଡିକ ଉପରେ ଆକର୍ଷଣୀୟ ରିହାତି ମୂଲ୍ୟ ପ୍ରଦାନ କରାଯାଉଛି। ଉଲ୍ଲେଖଯୋଗ୍ୟ, ରିଲାଏନ୍ସ ଡିଜିଟାଲ ୮୦୦ରୁ ଅଧିକ ସହର ଏବଂ ୬୨୦ରୁ ଅଧିକ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ସହ ୧୮୦୦ରୁ ଅଧିକ ମାଇଁ ଜିଓ ଷ୍ଟୋରରେ ୫୦୦୦ରୁ ଅଧିକ ବ୍ରାଣ୍ଡ୍‌ର ସାମଗ୍ରୀ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri