ରିଲାଏନ୍ସ ଡିଜିଟାଲ୍‌ର ଡିଜିଟାଲ୍‌ ଇଣ୍ଡିଆ ସେଲ୍‌

ମୁମ୍ବାଇ,୨୪।୧: ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ତଥା ଭାରତର ସବୁଠୁ ବଡ଼ ଇଲେକ୍ଟ୍ରୋନିକ୍ସ ସେଲ୍‌ ‘ଡିଜିଟାଲ୍‌ ଇଣ୍ଡିଆ ସେଲ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସେଲ୍‌ ୨୦୨୫ ଜାନୁୟାରୀ ୨୬ ପର୍ଯ୍ୟନ୍ତ ସମସ୍ତ ରିଲାଏନ୍ସ ଡିଜିଟାଲ୍‌, ମାଇଁ ଜିଓ ଷ୍ଟୋର ଏବଂ www.reliancedigital.in ଅନ୍‌ଲାଇନରେ ଉପଲବ୍ଧ। ଯେଉଁଥିରେ ଇଲେକ୍ଟ୍ରୋନିକ୍ସର ବିସ୍ତୃତ ଶୃଙ୍ଖଳ ଉପରେ ଅତୁଳନୀୟ ରିହାତି ପ୍ରଦାନର ପ୍ରତିଶ୍ରୁତି ପ୍ରଦାନ କରାଯାଇଛି। ଏପରିକି ଗ୍ରାହକମାନେ ଅଗ୍ରଣୀ ବ୍ୟାଙ୍କ କାର୍ଡ ସହିତ କିଣାକିଣି ଉପରେ ୨୬,୦୦୦ଟଙ୍କା ପର୍ଯ୍ୟନ୍ତ ରିହାତି ତୁରନ୍ତ ଉପଭୋଗ କରିପାରିବେ। ସେହିଭଳି ଉପରୋକ୍ତ ଷ୍ଟୋରଗୁଡିକରେ ଖରିଦ କରୁଥିବା ଲୋକମାନେ ଏକାଧିକ ଫାଇନାନ୍ସ ବିକଳ୍ପ ଚୟନ କରିପାରିବେ। ଏପରିକି ଗ୍ରାହକ କଞ୍ଜ୍ୟୁମର ଡ୍ୟୁରେବଲ୍‌ ଲୋନ୍‌ ଉପରେ ୨୬,୦୦୦ ଟଙ୍କା ପର୍ଯ୍ୟନ୍ତ କ୍ୟାଶବ୍ୟାକ୍‌ ସାମିଲ ରହିଛି। ସେହିପରି ଗ୍ରାହକମାନେ ୟୁପିଆଇ ବ୍ୟବହାର କରି ଆସେସରିଜ୍‌ ଏବଂ ଛୋଟ ଉପକରଣ ଉପରେ ୧୦୦୦ ଟଙ୍କା ପର୍ଯ୍ୟନ୍ତ ରିହାତି ଉପଭୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri