ରିଲାଏନ୍ସ ଡିଜିଟାଲର ‘ଫେଷ୍ଟିଭାଲ ଅଫ୍‌ ଇଲେକ୍‌ଟ୍ରୋନିକ୍ସ’

ଭୁବନେଶ୍ୱର,୧୨।୧୧: ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫ୍‌ ଇଲେକ୍‌ଟ୍ରୋନିକ୍ସ’ ସେଲ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଦୀପାବଳିରେ ପ୍ରେମ, ଆଲୋକ ଓ ଖୁସି ବାଣ୍ଟନ୍ତୁ ଏବଂ ଆପଣଙ୍କ ପ୍ରିୟଜନ ଓ ନିଜ ପାଇଁ ଉତ୍କୃଷ୍ଟ ଉପହାର ପାଆନ୍ତୁ। ବିଶେଷକରି ଆପଣଙ୍କ ଗ୍ରୁପ୍‌ରେ ସଭିଙ୍କ ପାଇଁ ଯଥା ହୋମ୍‌ ମେକର, ଗେମର କିମ୍ବା ଫିଟ୍‌ନେସ ଉତ୍ସାହୀ ହୁଅନ୍ତୁ ସମସ୍ତଙ୍କ ପାଇଁ ଟିଭି ଓ ହୋମ୍‌ ଆପ୍ଲିଆନ୍‌ସେସ୍‌ଠାରୁ ଆରମ୍ଭକରି ଅଡିଓ ଡିଭାଇସ୍‌, ସ୍ମାର୍ଟଫୋନ୍‌, ଲାପ୍‌ଟପ୍‌ ଏବଂ ଆହୁରି ଅନେକ କିଛି ବିଶେଷ ରିହାତିରେ ଉପଲବ୍ଧ ରହିଛି। ବର୍ତ୍ତମାନ ପ୍ରସ୍ତୁତ ହେବା ସହ ଖୁସି ବାଣ୍ଟିବାର ସମୟ ଓ ଦୀପାବଳିକୁ ଦିଲ୍‌ ଖୋଲ୍‌ କେ ପାଳନ କରିବାର ସମୟ ଆସିଛି। ଏହି ଉତ୍ସବକୁ ଆହୁରି ଆନନ୍ଦଦାୟକ କରିବା ପାଇଁ ଅଗ୍ରଣୀ ବ୍ୟାଙ୍କର କ୍ରେଡିଟ୍‌ ଏବଂ ଡେବିଟ୍‌ କାର୍ଡ ଉପରେ ୧୫,୦୦୦ ଟଙ୍କା ପର୍ଯ୍ୟନ୍ତ ତୁରନ୍ତ ରିହାତି ସହିତ ଗ୍ରାହକମାନେ ସରଳ ଇଏମ୍‌ଆଇ ବିକଳ୍ପ ମଧ୍ୟ ପାଇପାରିବେ। ବିଶେଷକରି ଗ୍ରାହକମାନେ ମଧ୍ୟ ଆଜିଓ ଓ ରିଲାଏନ୍ସ ଟ୍ରେଣ୍ଡ୍‌ସ ପକ୍ଷରୁ ୪୦୦୦ ଟଙ୍କା ପର୍ଯ୍ୟନ୍ତର ସ୍ବତନ୍ତ୍ର ଗିଫ୍‌ଟ ଭାଉଚର ପାଇପାରିବେ। ରିଲାଏନ୍ସ ଡିଜିଟାଲର ପ୍ରଡକ୍ଟ ବର୍ଗରେ କିଛି ଇଲେକ୍‌ଟ୍ରିଫାଇଂ ଅଫର ମଧ୍ୟ ରହିଛି। ଏହିସବୁ ଅଫରକୁ ହାସଲ କରିବା ପାଇଁ ନିଜର ନିକଟସ୍ଥ ରିଲାଏନ୍ସ ଡିଜିଟାଲ ଷ୍ଟୋର, ମାଇଁ ଜିଓ ଷ୍ଟୋରକୁ ଯାଆନ୍ତୁ କିମ୍ବା ଡବ୍ଲ୍ୟୁଡବ୍ଲ୍ୟୁଡବ୍ଲ୍ୟୁ. ରିଲାଏନ୍ସ ଡିଜିଟାଲ.ଇନ୍‌ରେ ଲଗ୍‌ ଇନ୍‌ କରନ୍ତୁ ଏବଂ ରିଲାଏନ୍ସ ଡିଜିଟାଲର ଟେକ୍‌ ଏକ୍ସପର୍ଟଙ୍କଠାରୁ ଅସୁବିଧାମୁକ୍ତ ଡେଲିଭରି ଓ ଟେକ୍‌ନୋଲୋଜି ସହାୟତା ଲାଭ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri