ରିଲାଏନ୍ସ ଡିଜିଟାଲର ସର୍ବବୃହତ୍‌ ଇଲେକ୍ଟ୍ରୋନିକ୍ସ ସେଲ୍‌

ନୂଆଦିଲ୍ଲୀ,୧୩ା୮: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରି (ଆର୍‌ଆଇଏଲ୍‌) ର ରିଟେଲ ଚେନ୍‌ ୟୁନିଟ୍‌ ରିଲାଏନ୍ସ ଡିଜିଟାଲ ପକ୍ଷରୁ ଭାରତର ସର୍ବବୃହତ୍‌ ଇଲେକ୍ଟ୍ରୋନିକ୍ସ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଏଠାରେ ବର୍ତ୍ତମାନ ସମସ୍ତ ବର୍ଗରେ ଆକର୍ଷଣୀୟ ଅଫର ସହ ଅନେକ ସୁବିଧା ଅଗଷ୍ଟ ୧୬ ପର୍ଯ୍ୟନ୍ତ ଉପଲବ୍ଧ ରହିଛି। ସେହିଭଳି ଏଠାରେ ଫୋନ୍‌, ଲାପ୍‌ଟପ୍‌, ଟିଭି, କିଚେନ ଓ ଗୃହ ଉପକରଣ ଭଳି ଆହୁରି ଅନେକ ସାମଗ୍ରୀ କମ୍ପାନୀର ରିଲାଏନ୍ସ ଡିଜିଟାଲ, ମାଇଁ ଜିଓ ଷ୍ଟୋର ଓ ରିଲାଏନ୍ସ ଡିଜିଟାଲ (ଅନ୍‌ଲାଇନ) ରେ କିଣାକିଣି କରିପାରିବେ। ଏହି ପରିପ୍ରେକ୍ଷୀରେ ଆଧୁନିକ ଅଲ୍‌ଟ୍ରା ହାଇ ଡେଫିନିସନ ୬୫ ଇଞ୍ଚ ୟୁଏଚ୍‌ଡି ଆଣ୍ଡ୍ରଏଡ୍‌ ଟିଭି ସହ ୨ବର୍ଷର ୱାରେଣ୍ଟି ଯାହା ୪୯,୯୯୦ ଟଙ୍କାରୁ ଆରମ୍ଭ ହେଉଛି। ସେହିପରି ୪୩ ଇଞ୍ଚର ୟୁଏଚ୍‌ଡି ଆଣ୍ଡ୍ରଏଡ୍‌ ଟିଭିର ପ୍ରାରମ୍ଭିକ ମୂଲ୍ୟ ୧୯,୯୯୦ ଟଙ୍କା ସହ ୨ବର୍ଷର ୱାରେଣ୍ଟି ରହିଛି। ୨ୟ ଜେନେରେଶନ ଆପଲ ଏୟାରପଡ୍‌ ମୂଲ୍ୟ ୮୪୯୦ ଟଙ୍କାରେ ଉପଲବ୍ଧ। ଏପରିକି ବିଭିନ୍ନ ବର୍ଗର ଲାପ୍‌ଟପ୍‌ ପାଇଁ ମଧ୍ୟ ରିଲାଏନ୍ସ ଡିଜିଟାଲରେ ଅନେକ ଅଫର ସହ ଏହାର କ୍ରେତାମାନେ ଆକର୍ଷଣୀୟ ଉପହାର ସାଙ୍ଗକୁ କିଛି ଭାଗ୍ୟଶାଳୀ ବିଜେତା ମଧ୍ୟ କାର,ବାଇକ୍‌, ଟିଭି, ଫୋନ୍‌ କିଣିବାର ସୁଯୋଗ ପାଇପାରିବେ।
ଅପରପକ୍ଷରେ ବିଭିନ୍ନ ବର୍ଗର ନୂଆ ଆଇଫୋନ୍‌ ସାଙ୍ଗକୁ ଗୃହ ଉପକରଣ, ସାଇଡ-ବାଏ-ସାଇଡ୍‌ ରେଫ୍ରିଜରେଟର ଏବଂ ଫ୍ରଣ୍ଟ ଲୋଡ୍‌ ୱାଶିଂମେଶିନ ଉପରେ ଆକର୍ଷଣୀୟ ଲାଭ ଉଠାନ୍ତୁ। ଏହି ସମସ୍ତ ଅଫର ଓ ମୂଲ୍ୟ ଉପରେ ସର୍ତ୍ତ ଓ ନିୟମାବଳୀ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri