ରିଲାଏନ୍ସ ଦ୍ୱିତୀୟ ବୃହତ୍‌ ଅଭିବୃଦ୍ଧିଶୀଳ ରିଟେଲର

ନୂଆଦିଲ୍ଲୀ: ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ରିଟେଲ ଲିମିଟେଡ ବିଶ୍ୱର ଦ୍ୱିତୀୟ ବୃହତ୍‌ ଅଭିବୃଦ୍ଧିଶୀଳ ରିଟେଲର ଭାବେ ବିବେଚିତ ହୋଇଛି। ଡେଲଏଟ ପକ୍ଷରୁ ପ୍ରକାଶିତ ଏହି ର଼୍ୟାଙ୍କିଙ୍ଗ୍‌ରେ ଗ୍ଲୋବାଲ ପାଓ୍ବାର ରିଟେଲିଂରେ କମ୍ପାନୀ ୫୩ତମ ସ୍ଥାନରେ ରହିଛି। ଏହା ପୂର୍ବରୁ ଏହା ୫୬ତମରେ ରହିଥିଲା। ତାଲିକାର ପ୍ରଥମ ସ୍ଥାନରେ ଆମେରିକାର ଓ୍ବାଲମାର୍ଟ ରହିଛି। ଦ୍ୱିତୀୟରେ ଆମାଜନ ଡଟ୍‌ କମ୍‌ ଇଙ୍କ, ତୃତୀୟ ସ୍ଥାନରେ କଷ୍ଟକୋ ହୋଲସେଲ୍‌ ଏବଂ ଚତୁର୍ଥରେ ଜର୍ମାନୀର ସ୍ବର୍ଜ ଗ୍ରୁପ ରହିଛି। ଟପ୍‌ ୧୦ ଫାର୍ମ ମଧ୍ୟରେ ଆମେରିକାର ୭ ଏବଂ ବ୍ରିଟେନର ଗୋଟିଏ ଫାର୍ମ ରହିଥିବା ଜଣାପଡିଛି। ବିଶ୍ୱର ଶୀର୍ଷ ୨୫୦ ରିଟେଲର ମଧ୍ୟରେ କେବଳ ରିଲାଏନ୍ସ ଏକମାତ୍ର ଭାରତୀୟ କମ୍ପାନୀ ଭାବେ ସ୍ଥାନୀତ ହୋଇଛି। ସେହିଭଳି ଶୀର୍ଷ ୧୦ ମଧ୍ୟରେ ସ୍ଥାନୀତ ହୋଇଥିବା ବ୍ରିଟେନର ଏକମାତ୍ର କମ୍ପାନୀ ହେଲୋ ଟେକ୍ସୋ ପିଏଲ୍‌ସି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri