ରିଲାଏନ୍ସ ଜୁଏଲ୍ସର ସ୍ବତନ୍ତ୍ର କଲେକ୍ସନ ‘ଥାଞ୍ଜାଭୁର’

ଭୁବନେଶ୍ୱର,୮ା୪: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ମାଜେଷ୍ଟିକ ଥାଞ୍ଜାଭୁର’ର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଚଳିତ ବର୍ଷର ଅକ୍ଷୟ ତୃତୀୟା ପାଇଁ ଏଭଳି ଏକ ଆକର୍ଷଣୀୟ କଲେକ୍ସନ ‘ଥାଞ୍ଜାଭୁର’ର ବଜାର ପ୍ରବେଶ କରାଯାଇଛି। ଏ ସମ୍ପର୍କରେ ରିଲାଏନ୍ସ ଜୁଏଲ୍ସର ସିଇଓ ସୁନୀଲ ନାୟକ କହିଛନ୍ତି, ଚଳିତ ବର୍ଷର ଅକ୍ଷୟ ତୃତୀୟା ପାଇଁ ଆମେ ସାରା ଭାରତରେ ଥାଞ୍ଜାଭୁର କଲେକ୍ସନ ବଜାର ପ୍ରବେଶ କରାଇଥିବାରୁ ଅତ୍ୟନ୍ତ ଆନନ୍ଦିତ। ବିଶେଷକରି ତାମିଲନାଡୁର ଥାଞ୍ଜାଭୁରର ସମୃଦ୍ଧ ଐତିହ୍ୟକୁ ଏହା ବହନ କରିଥାଏ। ଆମର ଥିମାଟିକ୍‌ ଜୁଏଲେରି କଲେକ୍ସନ ଭାରତର ବ୍ୟାପକ ସଂସ୍କୃତିକୁ ଦୃଷ୍ଟିରେ ରଖି ପ୍ରସ୍ତୁତ କରାଯାଇଛି। ଏପରିକି ସିଜନ୍‌ ୭.୦ର ଶୁଭାରମ୍ଭ ସହ ଏହି ଧାରାକୁ ଅବ୍ୟାହତ ରଖିଥିବାରୁ ଅତ୍ୟନ୍ତ ଆନନ୍ଦିତ। ସେହିଭଳି ଗ୍ରାହକମାନେ ଆମର ଉତ୍କୃଷ୍ଟ କାରିଗରିକୁ ସର୍ବଦା ପସନ୍ଦ କରି ଆସିଛନ୍ତି। ଉଲ୍ଲେଖଯୋଗ୍ୟ, ଏହି କଲେକ୍ସନ ରିଲାଏନ୍ସ ଜୁଏଲ୍ସର ସମସ୍ତ ଷ୍ଟୋରରେ ଉପଲବ୍ଧ ରହିଛି। ଏପରିକି ରିଲାଏନ୍ସ ଜୁଏଲ୍ସର କ୍ୟାମ୍ପେନ ଅବଧି ୨୦୨୩ ଏପ୍ରିଲ ୨୪ ପର୍ଯ୍ୟନ୍ତ ରହିଛି। ଏହି ସମୟ ମଧ୍ୟରେ ସୁନାଗହଣାର ଗଢ଼ା ମଜୁରି ଉପରେ ଓ ଡାଏମଣ୍ଡ ଜୁଏଲେରି ଇନ୍‌ଭଏସ୍‌ ଉପରେ ୨୫% ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri