ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ଆଭାର’

ମୁମ୍ବାଇ,୧୮।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସ ଚଳିତ ବର୍ଷ ତା’ର ୧୫ତମ ଆନିଭର୍ସାରି ମହୋତ୍ସବ ପାଳନ କରୁଛି। ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଆନିଭର୍ସାରିରେ କିଛି ନୂତନ ଡିଜାଇନ୍‌ ସହ ଆକର୍ଷଣୀୟ ସୁବିଧା ପ୍ରଦାନ କରୁଛି। ଏହି ଅବସରରେ ନୂତନ ସଂଗ୍ରହ ସହ ଆଧୁନିକ ଜିଓ ମେଟ୍ରିକ୍‌ ଓ ଏକଲେକଟିକ୍‌ ଅନୁପ୍ରେରିତ ଅପ୍‌ଟିକାଲ ଇଲ୍ୟୁଜନ ଭଳି ବ୍ୟବସ୍ଥା, ଯାହାକି ଭବିଷ୍ୟତରେ ଆଗକୁ ବଢ଼ିବା ପାଇଁ ଆପଣଙ୍କୁ ପ୍ରେରଣା ଯୋଗାଇଥାଏ। ସେହିପରି ରିସ୍ତୋଁ କି ଡୋର୍‌, ନୟେ କଲ୍‌ କି ଔର ଅଭିଯାନ ସହ ଆକର୍ଷଣୀୟ ଡିଜାଇନ୍‌ ଦ୍ୱାରା ଏକ ସୁନ୍ଦର ନୂତନ ଭବିଷ୍ୟତ ନିମନ୍ତେ ଅନୁପ୍ରେରିତ କରିଥାଏ। ଏହି କଲେକ୍ସନ ଉଭୟ ସୁନା ଓ ଡାଏମଣ୍ଡ ବିକଳ୍ପରେ ୩୦୦+ ରିଲାଏନ୍ସ ଜୁଏଲ୍‌ ଶୋ’ରୁମ୍‌ ଓ ସାରା ଭାରତରେ ଥିବା ୧୫୦+ ସହରରେ ଶପ୍‌-ଇନ୍‌-ଶପ୍‌ରେ ମଧ୍ୟ ଉପଲବ୍ଧ ରହିଛି। ଏ ସମ୍ପର୍କରେ ରିଲାଏନ୍ସ ଜୁଏଲ୍ସର ସିଇଓ ସୁନୀଲ ନାୟକ କହିଛନ୍ତି, ପ୍ରତି ବର୍ଷ ଆମର ଆନିଭର୍ସାରିରେ ଆଭାର କଲେକ୍ସନର ଶୁଭାରମ୍ଭ କରାଯାଇଥାଏ। ଲକ୍ଷ୍ୟ ହେଉଛି ଆମର ଗ୍ରାହକମାନଙ୍କ ପାଇଁ କୃତଜ୍ଞତା ସ୍ବରୂପ ବ୍ରାଣ୍ଡର ଲୟାଲିଟି ଓ ଭଲ ପାଇବାର ଏକ ନିଦର୍ଶନ ସ୍ବରୂପ ସବୁଠାରୁ ଆକର୍ଷଣୀୟ ଡିଜାଇନ୍‌ ପ୍ରସ୍ତୁତ କରିବା। ଏହା ମଧ୍ୟ ସେମାନଙ୍କୁ ସେମାନଙ୍କର କୃତଜ୍ଞତାକୁ ନିଜର ପ୍ରିୟଜନଙ୍କ ନିକଟରେ ପ୍ରକାଶ କରିବାର ସୁଯୋଗ ପ୍ରଦାନ କରିଥାଏ। ସେହିଭଳି ରିଲାଏନ୍ସ ଜୁଏଲ୍ସ ତା’ର ଗ୍ରାହକମାନଙ୍କ ଜୀବନରେ ଅନେକ ଖୁସିର ସମୟକୁ ପାଳନ କରିବା ସହ ପର୍ବପର୍ବାଣି ଅବସରରେ ନୂତନ କଲେକ୍ସନ ଓ ଅଫର ନେଇ ଆସିଥାଏ। ଏପରିକି ରିଲାଏନ୍ସ ଜୁଏଲ୍ସର ସମଗ୍ର କଲେକ୍ସନରେ ୨୫% ରିହାତି ଗ୍ରାହକଙ୍କୁ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?