ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ମହାଳୟା’

ନୂଆଦିଲ୍ଲୀ,୧୦।୧୦: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସ ପକ୍ଷରୁ ନୂତନ କଲେକ୍ସନ ‘ମହାଳୟା’ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଏହି ନୂତନ କଲେକ୍ସନ ମହାରାଷ୍ଟ୍ରର କଳା, ସଂସ୍କୃତି ଓ ଗୌରବ ଦ୍ୱାରା ଅନୁପ୍ରେରିତ ହୋଇଛି। ମହାଳୟା ନାମଟି ସମୃଦ୍ଧି ଓ ସୌନ୍ଦର୍ଯ୍ୟର ପ୍ରତୀକ ଅଟେ। ଚଳିତ ପାର୍ବଣ ଅବସରରେ ସୁନା ଓ ହୀରା ଜୁଏଲେରିର ଆକର୍ଷଣୀୟ ସମ୍ଭାର ଉପଲବ୍ଧ କରାଇଛି। ଏପରିକି ଆଗାମୀ ଦୀପାବଳି ପାଇଁ ସ୍ବତନ୍ତ୍ର ଭାବେ ଏହାର ପ୍ରସ୍ତୁତ କରାଯାଇଛି।

ଏ ସମ୍ପର୍କରେ ରିଲାଏନ୍‌ସ ଜୁଏଲ୍ସର ସିଇଓ ସୁନୀଲ ନାୟକ କହିଛନ୍ତି, ଭାରତର ଏକ ବ୍ୟାପକ ଓ ସମ୍ମାନଜନକ ଐତିହ୍ୟ ଓ ବିଭିନ୍ନତାରେ ଭରପୂର ସଂସ୍କୃତି ରହିଛି, ଯାହାକି ଦେଶର ଏକ ଅବିଚ୍ଛେଦ୍ୟ ଅଂଶ ଓ ଏହି କାରଣରୁ ଆମେ ସଭିଏଁ ଭାରତୀୟ ଭାବେ ଗର୍ବ କରିଥାଉ। ଆମେ ଆମର ଏହି ସମୃଦ୍ଧ ଐତିହ୍ୟ, କଳା ଓ କାରିଗରିରୁ ସର୍ବଦା ପ୍ରେରଣା ଗ୍ରହଣ କରିଥାଉ। ବିଗତ ୩ବର୍ଷ ଧରି ଅନେକ ଆକର୍ଷଣୀୟ କଲେକ୍‌ସନ ପ୍ରସ୍ତୁତ କରି ଆସୁଛୁ, ଯାହାକୁ ଆମର ଗ୍ରାହକମାନେ ବହୁଳ ମାତ୍ରାରେ ପସନ୍ଦ କରିଛନ୍ତି। ସେହିଭଳି ନୂତନ ଜୁଏଲେରି ପିସ୍‌ ସହ ପାଟ୍ରନ ମାନେ ମଧ୍ୟ ସୁନା ଗହଣାର ଗଢ଼ା ମଜୁରି ଉପରେ ଓ ହୀରା ଗହଣାର ମୂଲ୍ୟ ଉପରେ ୨୫% ରିହାତି ପାଇପାରିବେ। ଏହି ଅଫର ସୀମିତ ଅବଧି ପାଇଁ ଉପଲବ୍ଧ ରହିଛି। ଏହି ଆକର୍ଷଣୀୟ କଲେକ୍‌ସନ ସ୍ବତନ୍ତ୍ର ଭାବେ ସମସ୍ତ ରିଲାଏନ୍‌ସ ଜୁଏଲ୍ସର ଫ୍ଲାଗଶିପ୍‌ ଶୋ’ରୁମରେ ଉପଲବ୍ଧ ଓ ସିଲେକ୍ଟ ରେଞ୍ଜ ରିଲାଏନ୍‌ସ ଜୁଏଲ୍ସର ୱେବସାଇଟ୍‌ରେ ମଧ୍ୟ ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?