ଜିଓ ଆଣିଲା ଜବରଦସ୍ତ ଚଷମା, ମୋବାଇଲ ସ୍କ୍ରିନ୍‌କୁ କରିଦେବ ହାଇଟେକ୍‌ ଥିଏଟର

ନୂଆଦିଲ୍ଲୀ,୧୧।୧୧: ଭାରତର ଶ୍ରେଷ୍ଠ ଟେଲିକମ୍‌ କମ୍ପାନୀ ଜିଓ ଏଆର୍‌-ଭିଆର୍‌ ସପୋର୍ଟ ଥିବା ମିକ୍ସଡ୍‌ ରିଆଲିଟି ହେଡସେଟ୍‌ ଜିଓ ଚଷମା ବଜାରକୁ ଆଣିଛି। ଏହାକୁ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୩ରେ ପ୍ରଦର୍ଶନ କରାଯାଇଥିଲା। ଏହି ହାଇଟେକ୍‌ ଚଷମାର ଏକାଧିକ ସ୍ବତନ୍ତ୍ରତା ରହିଛି। ଏହା ଛୋଟ ମୋବାଇଲ ସ୍କ୍ରିନ୍‌କୁ ୧୦୦ ଇଞ୍ଚର ବଡ଼ ସ୍କ୍ରିନ୍‌ରେ ପରିବର୍ତ୍ତିତ କରିଦିଏ। ସେହିଭଳି ଡିଭାଇସ୍‌ରେ ଥିବା ଏଆର୍‌ ଏବଂ ଭିଆର୍‌ ମୋଡ୍‌କୁ ମଧ୍ୟ ସହଜରେ ସ୍ବିଚ୍‌ କରିପାରିବେ।

ଜିଓ ଚଷମାରେ ୪୦ ଡିଗ୍ରୀ ଫିଲ୍ଡ-ଅଫ୍‌-ଭ୍ୟୁ ସହ ଡୁଆଲ ଫୁଲ-ଏଚ୍‌ଡି ଡିସ୍‌ପ୍ଲେ ଅଛି। ଏହି ଡିସ୍‌ପ୍ଲେ ୧୦୦ ଇଞ୍ଚର ଭର୍ଚୁଆଲ ସ୍କ୍ରିନ୍‌ କରିଦେଇଥାଏ। ଆଖି ଉପରେ ବିଶେଷ ପ୍ରଭାବ ନ ପକାଇବା ଲାଗି ଡିଭାଇସ୍‌ରେ ଲୋ ବ୍ଲୁ ଲାଇଟ୍‌ ଏମିଶନ ଏବଂ tuv ରିନଲ୍ୟାଣ୍ଡର ରେଟିଂ ମିଳିଥାଏ। ଏହାକୁ ପିନ୍ଧିଥିଲେ ବି ନିଜର ବ୍ୟକ୍ତିଗତ ଚଷମା ମଧ୍ୟ ପିନ୍ଧାଯାଇପାରିବ। ଚକ୍ଷୁ ବିଶେଷଜ୍ଞଙ୍କ ପରାମର୍ଶ ନେଇ ଯେକେହି ମ୍ୟାଗ୍ନେଟିକ୍‌ ପ୍ରେସ୍କ୍ରିପ୍‌ଶନ ଲେନ୍ସର ମଧ୍ୟ ବ୍ୟବହାର କରିପାରିବେ।

ରିପୋର୍ଟ ଅନୁଯାୟୀ, ଜିଓ ସ୍ମାର୍ଟ ଗ୍ଲାସରେ ଏକ ପ୍ରୋକ୍ସିମିଟି ସେନ୍ସର ଏବଂ ଏକ ୯ ଆଇଏମ୍‌ୟୁ ସେନ୍ସର ମଧ୍ୟ ରହିଛି। ଏଥିରେ ୪୦୦୦ ଏମ୍‌ଏଏଚ୍‌ର ବ୍ୟାଟେରୀ ମଧ୍ୟ ଅଛି। ହେଲେ କମ୍ପାନୀ ପକ୍ଷରୁ ଏହାର ଦାମ୍‌ ନେଇ ଖୁଲାସା କରାଯାଇନାହିଁ। ତେବେ ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୮୫ ହଜାର ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri