ଶପିଂ ପାଇଁ ‘ରିଲାଏନ୍ସ ଏସ୍‌ବିଆଇ କାର୍ଡ’

ଭୁବନେଶ୍ୱର, ୨।୧୧: ରିଲାଏନ୍ସ ରିଟେଲ ଏବଂ ଏସ୍‌ବିଆଇ କାର୍ଡ ପକ୍ଷରୁ ମିଳିତ ଭାବେ ‘ରିଲାଏନ୍ସ ଏସ୍‌ବିଆଇ କାର୍ଡ’ କ୍ରେଡିଟ୍‌ କାର୍ଡ ଲଞ୍ଚ ହେବାକୁ ଯାଉଛି। ଏହି କାର୍ଡଧାରୀମାନେ ଫ୍ୟାଶନ୍‌, ଲାଇଫ୍‌ ଷ୍ଟାଇଲ୍‌, ଗ୍ରୋସେରୀ, ଫାର୍ମା, ଫର୍ନିଚର, ଗହଣା ଆଦି କିଣାକିଣିଠାରୁ ଆରମ୍ଭ କରି ଅନ୍ୟାନ୍ୟ କ୍ଷେତ୍ରରେ ଉପଯୋଗ କରି ଲାଭାନ୍ବିତ ହୋଇପାରିବେ। ତେବେ ଉଭୟ ଏସବିଆଇ କାର୍ଡ ଓ ରିଲାଏନ୍ସ ସହଭାଗିତାରେ ରିଲାଏନ୍ସ ଏସ୍‌ବିଆଇ କାର୍ଡ ଓ ରିଲାଏନ୍ସ କାର୍ଡ ପ୍ରାଇମ୍‌ ପୃଥକ୍‌ ପୃଥକ୍‌ ଭାବେ ପ୍ରସ୍ତୁତ କରାଯାଇଛି। ଏ ଅବସରରେ ରିଲାଏନ୍ସ ରିଟେଲ ଲିମିଟେଡ୍‌ର ନିର୍ଦ୍ଦେଶକ ଭି. ସୁବ୍ରମନିୟମ କହିଛନ୍ତି, ଶପିଂ କ୍ଷେତ୍ରରେ ଗ୍ରାହକଙ୍କୁ ସ୍ବତନ୍ତ୍ର ଅନୁଭୂତି ଦେବା ପାଇଁ ରିଲାଏନ୍ସ ରିଟେଲ ସର୍ବଦା ପ୍ରୟାସ କରି ଆସିଥାଏ। ଗ୍ରାହକଙ୍କୁ ଅଧିକ ସୁବିଧା ପ୍ରଦାନ ପାଇଁ ଏହି କାର୍ଡ ମାଧ୍ୟମରେ ରିଲାଏନ୍ସ ରିଟେଲ ଆଉ ପାଦେ ଆଗେଇଥିବା ସୁବ୍ରମନିୟମ୍‌ କହିଛନ୍ତି। ସେହିପରି ଏସ୍‌ବିଆଇ କାର୍ଡର ପରିଚାଳନା ନିର୍ଦ୍ଦେଶକ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଅଭିଜିତ ଚକ୍ରବର୍ତ୍ତୀ କହିଛନ୍ତି ଯେ, ରିଲାଏନ୍ସ ଏସ୍‌ବିଆଇ କାର୍ଡକୁ ଏକ ସାମଗ୍ରିକ ଉତ୍ପାଦ ଭାବରେ ବିକଶିତ କରାଯାଇଛି । ଏହା ସର୍ବଭାରତୀୟ ସ୍ତରରେ ଏକ ଲୋକପ୍ରିୟ କ୍ରେଡିଟ୍‌ କାର୍ଡ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି ।
ରିଲାଏନ୍ସ ଏସ୍‌ବିଆଇ କାର୍ଡ ପ୍ରାଇମ ପାଇଁ ବାର୍ଷିକ ନବୀକରଣ ଶୁଳ୍କ ୨୯୯୯ଟଙ୍କା ସହ ଟ୍ୟାକ୍ସ ଏବଂ ରିଲାଏନ୍ସ ଏସ୍‌ବିଆଇ କାର୍ଡ ପାଇଁ ବାର୍ଷିକ ନବୀକରଣ ଶୁଳ୍କ ୪୯୯ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?