ତାତିରୁ ମିଳିବ ମୁକ୍ତି: ୪ରେ ଲଘୁଚାପ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ସହର । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ତାତିରେ ଅସ୍ତବ୍ୟସ୍ତ ହୋଇପଡ଼ୁଛି ଜନଜୀବନ। ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ହେଲେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଥିବାରୁ ଖୁବ ଶୀଘ୍ର ତାତିରୁ ତ୍ରାହି ମିଳିବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ମେ ମାସ ୪ ତାରିଖ ରାତି ବା ୫ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେଲେ ତାତିରୁ ମୁକ୍ତି ମିଳିବାର ସମ୍ଭାବନା ଥିବା କହିଛନ୍ତି ଆଇଏମ୍‌ଡିର ବରିଷ୍ଠ ବୈଜ୍ଞାନିକ ଆର୍‌.କେ ଜେନାମଣି।
ଶୁକ୍ରବାର ରାଜ୍ୟର ୧୧ ଜିଲାରେ ଗ୍ରୀଷ୍ମ ପ୍ରବାହ ପାଇଁ ଓ୍ବାର୍ନିଂ ଜାରି ହୋଇଛି। ଆଭ୍ୟନ୍ତରୀଣ ଓ ଅନେକ ସ୍ଥାନରେ ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏ ପାରଦ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri